ରାଜଧାନୀରେ ଚିହ୍ନଟ ହେଲେ ୫୭ ସଂକ୍ରମିତ, ସୁସ୍ଥ ହୋଇ ଘରକୁ ଫେରିଲେ ୭୫
ଭୁବନେଶ୍ବର, (ଓଡିଶା ଟାଇମ୍) : ନଭେମ୍ବର ମାସରେ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଦୀର୍ଘ ତିନିରୁ ଚାରି ମାସ ହେବ କରୋନାର ହଟ୍ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବନେଶ୍ଵରରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସୁଥିବାର ଦେଖିବାକୁ ମିଳିଛି । କରୋନା … Read More











