ନନ୍ଦିଘୋଷ ରଥର ବଦଳିଲା ଅଖ, ସାନଉଛୁଳା ଅଖରେ ଫାଟ ଥିବାରୁ କରାଯାଇଛି ପରିବର୍ତ୍ତନ

ପୁରୀ,(ଓଡ଼ିଶା ଟାଇମ୍):ନନ୍ଦିଘୋଷ ରଥର ସାନ ଉଛୁଳା ଅଖ ପରିବର୍ତ୍ତନ ହୋଇଛି । ଏହି ଅଖରେ ଫାଟ ଦେଖାଯାଇଥିବାରୁ ବୈଷୟିକ ଟିମର ନିର୍ଦ୍ଦେଶ କ୍ରମେ ଏହାକୁ ପରିବର୍ତ୍ତନ କରାଯାଇ ଆଉ ଏକ ନୂତନ ଅଖ ଲଗାଯାଇଛି । ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ … Read More

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ … Read More

ଚାରି ଦିନ ଯାଏଁ ଘଡଘଡି ଓ ବର୍ଷା, ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଆଗାମୀ ୪ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୨ ଜିଲ୍ଲାର ବହୁ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଗତ କିଛି … Read More

୨୪ ଘଣ୍ଟାରେ ବାହାରିଲେ ୧୩ ଜଣ କୋଭିଡ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ … Read More

ଚିତ୍ରକୋଣ୍ଡାରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର

ଚିତ୍ରକୋଣ୍ଡା,(ଓଡ଼ିଶା ଟାଇମ୍):ବହୁଦିନ ବ୍ୟବଧାନ ପରେ ଚିତ୍ରକୋଣ୍ଡା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର ।  ଚିତ୍ରକୋଣ୍ଡା ଅଞ୍ଚଳର ଟନେଲକ୍ୟାମ୍ପରୁ ଡାଇକ-୦୧ର ମୁଖ୍ୟ ରାସ୍ତାରେ ଲାଗିଛି ଲାଲ ବାହିନୀର ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର । ଦଣ୍ଡକାରଣ୍ୟ ଡିଭିଜନ ପକ୍ଷରୁ ଲାଗିଥିବା ଏହି ପୋଷ୍ଟରରେ … Read More

ୟୁଜି-ପିଜି ନାମଲେଖା, ସାମ୍ସରେ ଦାଖଲ ହେବନି ନାମଲେଖା ଫି

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ଏଣିକି ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ନାମଲେଖାରେ ସାମ୍ସରେ ଆଉ ନାମଲେଖା ଫି ଦାଖଲ ହେବନି । ଯେଉଁ କଲେଜରେ ଛାତ୍ରଛାତ୍ରୀଙ୍କ ଚୟନ ହେବ ସେଠାରେ ନାମଲେଖା ସରିବ ପରେ ହିଁ ନାମଲେଖା ଫି’ ଦାଖଲ କରିବେ … Read More

ବାଙ୍ଗଲାଦେଶରେ ବଡ଼ ଦୁର୍ଘଟଣା, କଣ୍ଟେନର ଡିପୋରେ ନିଆଁ ଲାଗି୩୩ ଜଣଙ୍କ ମୃତ୍ୟୁ, ୪୫୦ରୁ ଅଧିକ ଆହତ

ବାଂଲାଦେଶ,(ଓଡ଼ିଶା ଟାଇମ୍): ବାଙ୍ଗଲାଦେଶରେ ଚଟଗାଓଁରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ସୀତାକୁଣ୍ଡା ଉପଜିଲ୍ଲାରେ ଏକ ବେସରକାରୀ ଇନଲ୍ୟାଣ୍ଡ୍ କଣ୍ଟେନର ଡିପୋରେ ବସ୍ପୋରଣରେ ଯୋଗୁଁ ନିଆଁ ଲାଗି ୩୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪୫୦ … Read More

ନବୀନଙ୍କ ନୂଆ ଟିମ୍‌ : କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଲେ ଜଗନ୍ନାଥ ସାର୍‌କା ଓ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଶପଥ ନେଲେ ନୂଆ ଟିମ୍‌ । କ୍ୟାବିନେଟ୍‌ ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଉଛନ୍ତି । ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଏହି ଶପଥ … Read More

ଅଓ୍ୱନ୍ତିପୋରା ଏନକାଉଣ୍ଟରରେ ସୁରକ୍ଷାବାହିନୀକୁ ସଫଳତା, ଟଳିଲେ ୨ ଆତଙ୍କୀ

ଶ୍ରୀନଗର,(ଓଡ଼ିଶା ଟାଇମ୍): ଜାମ୍ମୁ କାଶ୍ମୀରର ଅଓ୍ୱନ୍ତିପୋରାରେ ପୋଲିସ ଏବଂ ସୁରକ୍ଷା ବାହିନୀ ଏନକାଉଣ୍ଟର । ଫଳରେ ଏହି ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କୁ ମାରି ଗଡାଇଛନ୍ତି ସୁରକ୍ଷାବାହିନୀ । ଜାମ୍ମୁ କାଶ୍ମୀର ପୋଲିସ ମଙ୍ଗଳବାର ଏହି ସୂଚନା ଦେଇଛି । ସୋମବାର ସନ୍ଧ୍ୟାରେ … Read More

ବ୍ରଜରାଜନଗର ଉପନିର୍ବାଚନ : ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ

ଝାରସୁଗଡ଼ା,(ଓଡ଼ିଶା ଟାଇମ୍):ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ । ଦିନ ୧୧ ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ … Read More