ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୭୫୮କରୋନା ନମୁନା ପରୀକ୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । କିପରି ସଂକ୍ରମଣ ଚେନ୍କୁ ଭଙ୍ଗାଯିବ ସେଥିନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ତେବେ ରାଜ୍ୟରେ ଅଧିକ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ପାଇଁ ଏବେ ଟେଷ୍ଟିଂର … Read More











