ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ, (ଓଡିଶା ଟାଇମ୍) : ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ।ହୃଦଘାତରେ ପୁରୀ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି।କରୋନାରେ ପୀଡିତ ହୋଇ ଆଇସୋଲେସନ୍‌ରେ ଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପୂର୍ବତନ ଶ୍ରୀମନ୍ଦିର ପରିଚାଳନା କମିଟିର … Read More

ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୬୦୫ ଆକ୍ରାନ୍ତ ଚିହ୍ନଟ, ୧୧୩୩ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ରେକର୍ଡ଼ ସୃଷ୍ଟି କରୁଛି। ପ୍ରତିଦିନ ୯୦ ହଜାରୁ ଅଧିକ ଆକ୍ରାନ୍ତ ସୃଷ୍ଟି ହେଉଛନ୍ତି। ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୬୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ … Read More

ରାଜସ୍ଥାନର ୧୧ ଜିଲ୍ଲାରେ ୧୪୪ ଧାରା ଜାରି, ୫ରୁ ଅଧିକ ଲୋକ ହୋଇପାରିବେନି ଏକାଠି

ରାଜସ୍ଥାନ, (ଓଡିଶା ଟାଇମ୍) :କରୋନା ମହାମାରୀର ବ୍ୟାପକ ସଂକ୍ରମଣକୁ ଦେଖି ରାଜସ୍ଥାନ ସରକାର ୧୧ ଜିଲ୍ଲାର ମୁଖ୍ୟାଳୟର ସର୍ବସାଧାରଣ ସ୍ଥାନଗୁଡିକରେ ୧୪୪ ଧାରା ଜାରି କରିଛନ୍ତି । ଏହାସହ ୫ଜଣରୁ ଅଧିକ ଲୋକ ଏକତ୍ରିତ ହେବା ଉପରେ ମଧ୍ୟ ରୋକ୍ ଲଗାଇଛନ୍ତି … Read More

ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଉତ୍ତରପୂର୍ବ ଉପକୂଳରେ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ … Read More

ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର। ଓଡିଶା ସଙ୍ଗୀତ ନାଟକ … Read More

ରାଜ୍ୟସଭା ଉପାଧ୍ୟକ୍ଷ ଆସନରେ ବିଜେଡ଼ି ସାଂସଦ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଛନ୍ତି ବିଜେଡ଼ି ସାଂସଦ । ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ତୁଲାଇଛନ୍ତି ସାଂସଦ ସସ୍ମିତ ପାତ୍ର । ଦକ୍ଷତା ଓ ସାଧୁତାର ସହ ଗୃହ ପରିଚାଳନା ପାଇଁ ସସ୍ମିତଙ୍କୁ ପ୍ରଶଂସା ମଧ୍ୟ … Read More

ଚୀନରେ ବ୍ୟାପିଲା ନୂଆ ରୋଗ: ୩୨୪୫ ଜଣ ପଜିଟିଭ୍, ୨୧ ହଜାରରୁ ଅଧିକ ପରୀକ୍ଷା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନାର ତାଣ୍ଡପ ଶେଷ ହୋଇନଥିବା ବେଳେ ଚୀନରେ ବ୍ୟାପିଛି ଆଉ ଏକ ନୂଆ ରୋଗ । ଏଥିରେ ୩୨୪୫ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ବେଳେ ୨୧,୮୪୭ ଜଣଙ୍କର ପରୀକ୍ଷା ହୋଇଛି । ଉତ୍ତର ପଶ୍ଚିମ ଚୀନର … Read More

କୋଭିଡ୍‍ ପରିଚାଳନା ପାଇଁ ଓଡ଼ିଶାକୁ ମିଳିଛି ୮୦୨ କୋଟି ଟଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ମୋଟ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି। ତେବେ କୋଭିଡ୍‍ ପରିଚାଳନା ପାଇଁ କେନ୍ଦ୍ର … Read More

ସୁପ୍ରିମକୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଅନୁଭବ-ବର୍ଷାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅନୁଭବ ଦାୟର କରିଥିବା ଛାଡପତ୍ର ମାମଲାକୁ ସ୍ଥାନାନ୍ତର କରିବାକୁ ବର୍ଷା ଆବେଦନ କରିଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରୁ … Read More

ଋଷିଆରୁ ଆସିଛି ଭଲ ଖବର : ଆସନ୍ତା ସପ୍ତାହରୁ ମିଳିବ କରୋନା ଔଷଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିଶ୍ୱର ପ୍ରଥମ କରୋନା ଟିକା ବାହାର କରିଥିବା ଋଷିଆରୁ ଆସିଛି ଆଉ ଏକ ଭଲ ଖବର । ସାମାନ୍ୟରୁ ମଧ୍ୟମ ଧରଣର ଲକ୍ଷଣ ଦେଖାଯାଉଥିବା କରୋନା ଆକ୍ରାନ୍ତଙ୍କ ପାଇଁ ଏକ ଔଷଧକୁ ଅନୁମତି ଦେଇଛି ପୁଟିନ ପ୍ରଶାସନ … Read More