ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଚଳାଇଲେ ପାଣ୍ଡିଆନ, କାହିଁକି ପଢନ୍ତୁ…

ଭୁବନେଶ୍ବର, (ଓଡିଶା ଟାଇମ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରଥରେ ପାଣ୍ଡିଆନ ସାରଥୀ। ଅର୍ଥାତ ମୁଖ୍ୟମନ୍ତ୍ରୀଙ୍କ କାରର ଡ୍ରାଇଭର ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେବଳ ସତ ନୁହେଁ, ଆଜି ଚର୍ଚ୍ଚାର ପ୍ରସଙ୍ଗ … Read More

ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱରରେ ପୋଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଆଜି ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି । ଧନେଶ୍ୱରଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଅଭୟ ଅଭୟ । ଏନେଇ ଖୋଦ୍ ଡିଜିପି … Read More

ଲଘୁଚାପ ସକ୍ରିୟ : ୩ ଦିନ ଯାଏ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ଓ ପଶ୍ଚିମବଙ୍ଗ ସୀମାନ୍ତ ଉତ୍ତର ଉପକୂଳ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମି ମଧ୍ୟ ସକ୍ରିୟ ଅବସ୍ଥାରେ ଅଛି। ଫଳରେ ଆସନ୍ତା ୧୭ ତାରିଖ ଯାଏ … Read More

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :୭୪ତମ ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ରାଜଧାନୀ ଭୁବନେଶ୍ବରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ଓଡ଼ିଶା ରାଜ୍ୟ ପୁଲିସ୍ ସଶସ୍ତ୍ର ବାହିନୀ, ଓଡ୍ରାଫ୍, ଏସ୍ … Read More

ଓଡିଶାର ୧୨ ଜଣଙ୍କୁ ମିଳିବ ପୋଲିସ୍ ମେଡାଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ବର୍ଷ ଓଡ଼ିଶାର ୧୪ ଜଣଙ୍କୁ ମିଳିବ ପୋଲିସ ମେଡାଲ। ସ୍ବାଧୀନତା ଦିବସ ପୂର୍ବରୁ ପୋଲିସ ମେଡାଲ ଦିଆଯିବ ବୋଲି ଘୋଷଣା କରାଯାଇଛି । କେନ୍ଦ୍ରଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ଘୋଷଣା ହୋଇଛି ଯେ ଓଡ଼ିଶାର … Read More

ରାଜ୍ୟରେ କୋଠାବାଡ଼ି ନିର୍ମାଣ ନିୟମରେ ପରିବର୍ତ୍ତନ

ଭୁବନେଶ୍ବର, (ଓଡିଶା ଟାଇମ୍) : କୋଠାବାଡ଼ି ନିର୍ମାଣ ନିୟମରେ ପରିବର୍ତ୍ତନ ହୋଇଛି । ବହୁତଳ ଅଟ୍ଟାଳିକା ନିର୍ମାଣ ପାଇଁ ନିୟମ କୋହଳ କରିଛନ୍ତି ସରକାର । ଏବେ ୮ ଟି ଘର ଥିବା ଅଟ୍ଟାଳିକାକୁ ଆପାର୍ଟମେଣ୍ଟ କୁହାଯାଇପାରିବ । ପୂର୍ବରୁ ୪ଟି … Read More

ଜେଲ ଗଲେ ସ୍ୱତନ୍ତ୍ର ସଚିବ ଅଜୟ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ ଅଜୟ ଦାସ ଗିରଫ ହୋଇଥିଲେ । ଆଜି ତାଙ୍କର ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଝାରପଡ଼ା ଜେଲ ପଠାଯାଇଛି … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୭୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଟ୍ୟାକ୍ସ ସୁଧାର ପାଇଁ ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ କରଦାତାଙ୍କ ପାଇଁ ‘ଟ୍ରାନ୍ସପରେଣ୍ଟ ଟାକ୍ସେସନ୍‌-ଅନରିଂଙ୍ଗ ଦ ଅନେଷ୍ଟ’ ନାମକ ଏକ ଯୋଜନା ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ମୋଦି କହିଛନ୍ତି ଯେ ସଚ୍ଚୋଟ … Read More

ପ୍ରକାଶ ପାଇଲା ବିପିୟୁଟି ରେଜଲ୍ଟ; ପାସ୍‌ହାର ୯୩ ପ୍ରତିଶତ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିପିୟୁଟିର ବିଟେକ୍ ଓ ଏମ୍ଏସସି ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏନେଇ ବିପିୟୁଟିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଟେକ୍ ଓ ଏମ୍ଏସସିର ଫାଇନାଲ ସେମିଷ୍ଟରରେ ୯୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ … Read More