ରାଜଧାନୀରେ ବଢିବ କୋଭିଡ୍ ବେଡ୍, ବସ୍ତି ପାଇଁ କଣ ରହିଛି ଷ୍ଟ୍ରାଟେଜି ପଢ଼ନ୍ତୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ କ୍ରମାଗତ ଭାବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେଣୁ ଆଜି ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଦୁରୀ କହିଛନ୍ତି ଯେ ବସ୍ତି ଅପେକ୍ଷା … Read More

କଟକ ସହରରୁ ଆଜି ୩୫ ପଜିଟିଭ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ଆଜି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକ ସହରର ୩୫ଜଣ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୩୫ଜଣଙ୍କ ମଧ୍ୟରୁ ସରକାରୀ କ୍ୱାରେଣ୍ଟିନରୁ ୬, ହୋମ କ୍ୱାରେଣ୍ଟିନରୁ ୨୬ … Read More

ଭୁବନେଶ୍ୱରରୁ ଆଜି ୧୧୧ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୪୯

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୨ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ … Read More

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ମାସ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । ଦିନେ ଦୁଇଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ହେବା ନେଇ ତାରିଖ ପ୍ରକାଶ ପାଇବ ବୋଲି କହିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି … Read More

ଆଦିତ୍ୟଙ୍କ ସାଙ୍ଗ ବିଶ୍ୱମୋହନଙ୍କୁ ଜେରା କଲା ଜିଆର୍‌ପି

ଭୁବନେଶ୍ବର, (ଓଡିଶା ଟାଇମ୍) : ଏବେବି ରହସ୍ୟ ଘେରରେ ମୋଟିଭେସନାଲ୍ ସ୍ପିକର୍ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ । ଏହି ଘଟଣାରେ ଜିଆର୍‌ପି ଜଣଙ୍କ ପରେ ଜଣଙ୍କୁ ଜେରା କରି ସାରିଥିବା ବେଳେ ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁଙ୍କୁ … Read More

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ମଧ୍ୟପ୍ରଦେଶ, (ଓଡିଶା ଟାଇମ୍) : ଦେଶରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିଚାଲିଛି। ଏହାରି ମଧ୍ୟରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନା ପଜିଟିଭ ନେଇ ସେ ଟ୍ୱିଟ କରି … Read More

ଶ୍ରୀନଗରରେ ଏନକାଉଣ୍ଟର; ୨ ଆତଙ୍କୀ ନିହତ, ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। … Read More

ଗୋଟିଏ ପରିବାରରୁ ୭ କରୋନା ପଜିଟିଭ୍ ଚିହ୍ନଟ

ଜଟଣୀ, (ଓଡିଶା ଟାଇମ) : ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି ଏହି ମହାମାରୀ । ପ୍ରତିଦିନ ଶତାଧିକ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହି ପରି  ଜଟଣୀ ପୌରପରିଷଦ ଅନ୍ତର୍ଗତ ହାଟବଜାର ଅଞ୍ଚଳରେ କରୋନା ପଜିଟିଭ୍‌ … Read More

ଖୁସି ଖବର: ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ଆଜି ରାଜ୍ୟରେ ସର୍ବାଧିକ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ଭୁବନେଶ୍ୱରରୁ ସର୍ବାଧିକ ୨୪୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ଭୁବନେଶ୍ବରରେ ୨୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ … Read More