ଗଞ୍ଜାମରେ କରୋନା ମୁକାବିଲା ପାଇଁ ୨ ଆଇଏଏସ୍ ଏବଂ ୬ ଓଏଏସଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଏବେ ଦୁଇ ଦିନ ହେବ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗଞ୍ଜାମରେ କରୋନା … Read More

ନାଗାଲାଣ୍ଡରେ କୁକୁର ମାଂସ ବିକ୍ରି ଓ ସେବନ କରିବା ନେଇ ଲାଗିଲା କଟକଣା

ନାଗାଲାଣ୍ଡ, (ଓଡିଶା ଟାଇମ୍) : ନାଗାଲାଣ୍ଡ୍ ସରକାର କୁକୁର ମାଂସ ବିକ୍ରୟ ଏବଂ ଭକ୍ଷଣ ନିଷେଧ କରିଛନ୍ତି। ରାଜ୍ୟ ସାଂସଦୀୟ ବ୍ୟାପାର ମନ୍ତ୍ରୀ ନେଇବା କ୍ରୋନୁ କହିଛନ୍ତି, ରାଜ୍ୟ କ୍ୟାବିନେଟ୍‌ର ବୈଠକରେ ବାଣିଜ୍ୟିକ କୁକୁର ଆମଦାନି ଏବଂ ବ୍ୟବସାୟ ଓ ଉଭୟ … Read More

ବୁର୍ଲା ଭିସୁଟର ୪ କର୍ମଚାରୀଙ୍କୁ କରୋନା

ସମ୍ବଲପୁର, (ଓଡିଶା ଟାଇମ୍) : ବୁର୍ଲା ସ୍ଥିତ ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୪ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ … Read More

ଆଜି ମହାପ୍ରଭୁଙ୍କ ନିଳାଦ୍ରୀବିଜେ

ପୁରୀ, (ଓଡିଶା ଟାଇମ୍) : ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା ଶେଷ ହେବ। ୧୨ ଦିନର ଲୀଳାଖେଳା ସାରି ଆଜି ନୀଳାଦ୍ରିବିଜେ କରିବେ ଚତୁର୍ଦ୍ଧାମୂରତି। ମହାପଭୁ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରି ରତ୍ନସିଂହାସନକୁ ଯିବେ। ଗୋଟି ପହଣ୍ଡି ରେ ରତ୍ନସିଂହାସନକୁ ଯିବେ … Read More

୨୨୦୦ଟଙ୍କାରେ କରିପାରିବେ ଆର୍‌ଟି-ପିସିଆର୍‌ କୋଭିଡ୍‌’ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଟେଷ୍ଟ ପାଇଁ ଚିନ୍ତିତ ଥିବା ରାଜ୍ୟବାସୀଙ୍କ ପାଇଁ ଖୁସିଖବର । ଏଣିକି ୨୨୦୦ ଟଙ୍କାରେ ରାଜ୍ୟରେ ହୋଇପାରିବ କରୋନା ଟେଷ୍ଟ । ଏନେଇ ଘରୋଇ ହସ୍ପିଟାଲରେ କରୋନା ଟେଷ୍ଟ ଦେୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ … Read More

ପାକିସ୍ତାନରେ ବଡ ଧରଣର ଦୁର୍ଘଟଣା, ୧୯ ଶିଖ୍ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପାକିସ୍ତାନ, (ଓଡିଶା ଟାଇମ୍) : ଆଜି ଅପରାହ୍ନରେ ପାକିସ୍ତାନରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛ।  ଦୁର୍ଘଟଣାରେ ୧୯ ଶିଖ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଛନ୍ତି । ଏଭଳି ଏକ ଭୟଙ୍କର ଦୁର୍ଘଟଣା ଘଟିଛି ପାକିସ୍ତାନର ଶେଖୁପୁରାରେ, ଯେଉଁଠାରେ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାବ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୫୭୦୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମର ୩୮ … Read More

ଖୁସି ଖବର, ଅଗଷ୍ଟ ୧୫ରେ ଦେଶକୁ ଆସିପାରେ କରୋନା ଭ୍ୟାକସିନ୍ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ଲଗାତର ବଢ଼ିବାରେ ଲାଗିଛି। ଏହା ମଧ୍ୟରେ ଏକ ଭଲ ଖବର ଆସି ପହଞ୍ଚିଛି। କରୋନା ପାଇଁ ଦେଶୀ ଭ୍ୟାକସିନ୍ କୁହାଯାଉଥିବା କୋଭାସ୍କିନ୍ (COVAXIN) ଆସନ୍ତା ଅଗଷ୍ଟ ୧୫ ଅର୍ଥାତ୍ … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୨୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ବରରୁ ଆଜି ଆଉ ୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର … Read More

ରାଜ୍ୟରେ କରୋନା ରେକର୍ଡ; ୫୬୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଓଡ଼ିଶାରୁ ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି … Read More