ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ
ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଉତ୍ତର କଶ୍ମୀରର ନୌଗାମ ସେକ୍ଟର୍ ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା କଥା ଭାରତୀୟ ସେନା ଅଧିକାରୀମାନେ କହିଛନ୍ତି। ସେନାର ଜଣେ … Read More











