ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ … Read More

ପାୱାର ପ୍ଲାଣ୍ଟରେ ବିସ୍ଫୋରଣ, ୫ ମୃତ

ଚେନ୍ନାଇ, (ଓଡିଶା ଟାଇମ୍) : ତାମିଲନାଡୁର କୁଡ୍ଡାଲୋର ଜିଲା ଅନ୍ତର୍ଗତ ନେଭେଲିରେ ଥିବା ନେଭେଲି ଲିଗନାଇଟ କର୍ପୋରେଶନ(ଏନଏଲସି)ରେ ବୁଧବାର ବଏଲର ବିସ୍ଫୋରଣ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୧୭ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ … Read More

ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ବିରମିତ୍ରପୁର ଆଇଆଇସି

ଭୁବନେଶ୍ବର, (ଓଡିଶା ଟାଇମ୍) : ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ପୂର୍ବତନ ଆଇଆଇସି ଆନନ୍ଦ ମାଝୀଙ୍କୁ କାର୍ଯ୍ୟରୁ ବହିଷୃତ କରିଛନ୍ତି ଓଡ଼ିଶା ପୁଲିସ ମହାନିର୍ଦେଶକ ଅଭୟ । ପୁଲିସ ମହାନିର୍ଦେଶକ ଅଭୟ ଟ୍ବିଟ୍ ଯୋଗେ ଏନେଇ … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ଦେଶରେ ଗୋଟିଏ ଦିନରେ ୧୮ ହଜାର ୬୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୫୦୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ବଢୁଛି କରୋନା ପ୍ରଭାବ। ପ୍ରତିଦିନ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ପୁଣି ୧୮ ହଜାର ୬୫୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୫ … Read More

ସିଆରପିଏଫ ଟ୍ରୁପ ଉପରେ ଆତଙ୍କବାଦୀ ହମଲା : ଦୁଇ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ କାଶ୍ମୀରର ସୋପୋରରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) କନଭେନ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ସିଆରପିଏଫ ୧୭୯ ବାଟାଲିୟନର ଦୁଇ ଜଣ ଜବାନ ନିହତ ହୋଇଥିବାବେଳେ ଜଣେ ସାଧାରଣ ନାଗରିକଙ୍କ … Read More

ରାଜ୍ୟରେ ଆଉ ୪ ଦିନ ପ୍ରବଳ ବର୍ଷବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଛତିଶଗଡ଼ର ଉତ୍ତରାଞ୍ଚଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଉତ୍ତରପୂର୍ବ ବିହାରରୁ ଓଡ଼ିଶାର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣରେ ଏକ ଟ୍ରଫଲାଇନ ରହିଛି। ଏହାର ପ୍ରଭାବରେ ମୌସୁମି ସକ୍ରିୟ … Read More

ଆଜି ପବିତ୍ର ବାହୁଡା ଯାତ୍ରା

ପୁରୀ, (ଓଡିଶା ଟାଇମ୍) :ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ମହାପ୍ରଭୁ । ବାହୁଡା ଯାତ୍ରା ଲାଗି ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ନିକଟରେ ସଜେଇ ହୋଇ ରହିଛନ୍ତି ତିନି ରଥ । … Read More

ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More

ଭିଡ଼ିଓରେ ପାଠ ପଢ଼ିବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଯୁକ୍ତ ୨ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଭିଡିଓ ମାଧ୍ୟମରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ପାଠପଢ଼ା ହେବ। ଏଥିଲାଗି କାଲିଠାରୁ ୨ ଦିନିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ … Read More