ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୪ ମାସ ମାଗଣାରେ ଚାଉଳ ପାଇବେ ହିତାଧିକାରୀ
ଭୁବନେଶ୍ବର, (ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣାରେ ମିଳିବ ଚାଉଳ । ମାଗଣାରେ ଅତିରିକ୍ତ ୫ କିଲୋ ଚାଉଳ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି … Read More











