ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) :ପୁରୀରୁ ଆରମ୍ଭ ହୋଇଛି ସେରୋଲୋଜିକାଲ ଟେଷ୍ଟ । ବାହୁଡା ଯାତ୍ରା ଥିବାରୁ ପୁରୀକୁ ପ୍ରାଥମିକତା ଦିଆଯାଉଛି।  ପୁରୀ ପରେ ଭୁବନେଶ୍ୱରରେ ଏହି ଟେଷ୍ଟ କରାଯିବ । ତା ପରେ ଗଞ୍ଜାମ ,ଗଜପତି, ବଡ଼ମ୍ବା- ନରସିଂହପୁରରେ ହେବ। ଏହାସହ … Read More

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ … Read More

ଓଡିଶାକୁ ଆସିସାରିଛି କରୋନା ମେଡିସିନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର।  ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଏହା ସହ କଟକଣାକୁ ନେଇ … Read More

ରାଜ୍ୟରେ ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୬୮୫୯

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦିଲ୍ଲୀରେ ପ୍ରସ୍ତୁତ ହେଲା ବିଶ୍ଵର ସବୁଠୁ ବଡ କରୋନା ସେଣ୍ଟର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦୁନିଆର ସବୁଠୁ ବଡ କରୋନା ସେଣ୍ଟର ଦିଲ୍ଲୀର ରାଧା ସ୍ଵାମୀ ସତସଙ୍ଗ ବ୍ୟାସ୍ କ୍ୟାମ୍ପରେ ତିଆରି ହୋଇ ପ୍ରସ୍ତୁତ ହୋଇ ଯାଇଛି। ୧୦ ହଜାର ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରରେ ପାଖାପାଖି ଏକ ହଜାର ଡାକ୍ତର ରହିବେ। … Read More

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। … Read More

ଚୀନକୁ ଚେତାବନୀ: ପ୍ରଧାନମନ୍ତ୍ରୀ କହିଲେ, ଭାରତ ଜବାବ ଦେବା ଜାଣେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଲଦାଖର ଗଲୱାନ ଉପତ୍ୟାକରେ ସହିଦ ହୋଇଥିବା ୨୦ ଭାରତୀୟ ଯବାନଙ୍କୁ ଶ୍ରଦ୍ଧାଞ୍ଚଳି ଦେବା ସହ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମରେ ସାରା ଦେଶବାସୀଙ୍କ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରେଡିଓ କାର୍ଯ୍ୟକ୍ରମ ‘ମନ୍ … Read More

ତିନି ରଥର ଆରମ୍ଭ ହେଲା ଦକ୍ଷିଣ ମୋଡ଼

ପୁରୀ, (ଓଡିଶା ଟାଇମ୍) :ପୁରୀରେ ତିନି ରଥର ଦକ୍ଷିଣମୋଡ଼ ଆରମ୍ଭ ହୋଇଛି । ଆଜ୍ଞାମାଳ ବିଜେ ପରେ ତିନି ଦକ୍ଷିଣମୋଡ଼ ଆରମ୍ଭ ହୋଇଛି । ପ୍ରଥମେ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥର ଦକ୍ଷିଣମୋଡ଼ ହୋଇଛି । ଏହାପରେ ଦର୍ପଦଳନ ଓ ନନ୍ଦିଘୋଷର ଦକ୍ଷିଣମୋଡ଼ … Read More

ମୁଣ୍ଡଳୀରେ ପହଞ୍ଚିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

କଟକ, (ଓଡିଶା ଟାଇମ୍) : କଟକ ମୁଣ୍ଡଳୀରେ ମହାନଦୀର ଏ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ମୁଣ୍ଡଳୀର ଉପରମୁଣ୍ଡରେ ଜଳସ୍ତର ୮୧.୩୦ ଥିବାବେଳେ ତଳମୁଣ୍ଡରେ ୭୭.୩୦ ଫୁଟ୍ ରହିଛି। ହୀରାକୁଦର ୧୫ ଗେଟ୍ ଖୋଲାଯିବା ପରେ ମୁଣ୍ଡଳୀରେ ବନ୍ୟାଜଳ ପହଞ୍ଚିଛି। … Read More

ଆଜି ଦିନ ୧୧ ଟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରେଡିଓରେ  ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଚଳିତ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହେଉଛି ୬୬ତମ ସଂସ୍କରଣ।  ବିଶ୍ୱାସ କରାଯାଏ ଯେ ଏହି ସମୟ ମଧ୍ୟରେ … Read More