ବିଏମ୍ସିର ଦୁଇ ଯନ୍ତ୍ରୀ ଓ ଡ୍ରାଇଭର କୋଭିଡ୍ ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ବିଏମ୍ସିର ୨ଜଣ … Read More











