ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More

ଭିଡ଼ିଓରେ ପାଠ ପଢ଼ିବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଯୁକ୍ତ ୨ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଭିଡିଓ ମାଧ୍ୟମରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ପାଠପଢ଼ା ହେବ। ଏଥିଲାଗି କାଲିଠାରୁ ୨ ଦିନିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ … Read More

ଭାରତର ପ୍ରଥମ କୋଭିଡ୍-୧୯ ଟୀକା ‘Covaxin’

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ଏଥିପାଇଁ ଭାରତର ପ୍ରଥମ ସ୍ବଦେଶୀ କୋଭିଡ୍-୧୯ ଟୀକାକୁ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆନ୍ ମେଡିସିନ୍ (DCGI) ଦ୍ବାରା ହ୍ୟୁମାନ ଟ୍ରାଏଲ ପାଇଁ ଅନୁମତି … Read More

ମଦୁଆଙ୍କ ପାଇଁ ଖୁସି ଖବର, କାଲିଠୁ କାଉଣ୍ଟରରେ ମଦ ବିକ୍ରି

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ସମୟରେ ମଦ ପିଉଥିବା ଲୋକମାନଙ୍କ ପାଇଁ ଆସିଛି ଏକ ଆରାମଦାୟକ ଖବର । ଏଣିକି କାଉଣ୍ଟର ବା ଦୋକାନମାନଙ୍କରେ ବିକ୍ରି ହେବ ମଦ । କାଉଣ୍ଟରରେ ମଦ ବିକ୍ରି ନେଇ ଅନୁମତି ଦେଇଛି … Read More

୪.୦ ତୀବ୍ରତାର ଭୂମିକମ୍ପ ଝଟ୍‌କା, ପୁଣି ଥରିଲା ଜାମ୍ମୁକାଶ୍ମୀର

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁକାଶ୍ମୀରରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିମ୍ପର ତୀବ୍ରତା ୪.୦ ରହିଛି । ସକାଳ ୮ଟା ୫୯ ମିନିଟ୍ ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । କାଟ୍ରାଠାରୁ ୮୪ କିଲୋମିଟର … Read More

ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଆକ୍ରାନ୍ତଙ୍କ ସମେତ ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି । ଏହାରି ମଧ୍ୟରେ ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ … Read More

ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଅନ୍‌ଲକ୍-୨ର ମାର୍ଗଦର୍ଶିକା ସୋମବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯିବାର କିଛି ସମୟ ପରେ ପ୍ରଧାନମନ୍ତ୍ରୀ … Read More

ବିଶାଖାପାଟନମ୍‌ର ଏକ ଔଷଧ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍

ବିଶାଖାପାଟଣା, (ଓଡିଶା ଟାଇମ୍) : ଆନ୍ଧ୍ରପ୍ରଦେଶର ବିଶାଖାପାଟନମରେ ପୁଣି ଥରେ ଗ୍ୟାସ୍ ଲିକ୍ ଘଟଣା ଘଟିଛି । ଏଥିରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ୪ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସୂଚନାଯୋଗ୍ୟ … Read More

ସରକାରଙ୍କ ବଡ଼ ନିଷ୍ପତ୍ତି ! ବ୍ୟାନ୍‌ ହେଲା ଟିକଟକ୍‌ ସମେତ ୫୯ଟି ଚାଇନିଜ୍‌ ଆପ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ ଟିକଟକ୍ ବ୍ୟାନ୍ । ଭାରତର ସାର୍ବଭୌମତ୍ଵ , ସଂହତି ଓ ପ୍ରତିରକ୍ଷା ପ୍ରତି ଆଞ୍ଚ  ଆଣୁଥିବା ଅଭିଯୋଗରେ ଚିନ୍‌ ଦେଶର ବିଭିନ୍ନ ସଂସ୍ଥା ଦ୍ଵାରା ପରିଚାଳିତ ଟିକ୍‌ଟକ୍ ସମେତ ୫୯ଟି ଚାଇନିଜ୍ ଆପ୍‌କୁ  ଭାରତ ସରକାର … Read More

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଗିରଫ ପରଓ୍ଵାନା ଜାରି କଲା ଇରାନ

ଆମେରିକା , (ଓଡିଶା ଟାଇମ୍) : ଆମେରିକା ରାଷ୍ଟ୍ରପତି ଡ଼ୋନାଲ୍ଡ଼ ଟ୍ରମ୍ପଙ୍କ ନାମରେ ଗିରଫ ପରୱାନା ଜାରି କରିଛି ଇରାନ । ଟ୍ରମ୍ପଙ୍କ ସହ ଆହୁରି ୩୦ ଜଣଙ୍କ ନାମରେ ମଧ୍ୟ ଗିରଫ ପରୱାନା ଜାରି କରାଯାଇଛି । ଏହା ସହ … Read More