ପାକିସ୍ତାନ କରାଚିରେ ଥିବା ଷ୍ଟକ ଏକ୍ସଚେଞ୍ଜ ଉପରେ ଆତଙ୍କବାଦୀ ଆକ୍ରମଣ

ଇସଲାମାବାଦ, (ଓଡିଶା ଟାଇମ୍) : କରାଚୀରେ ଥିବା ପାକିସ୍ତାନ ଷ୍ଟକ୍‌ ଏକ୍ସଚେଞ୍ଜରେ ସୋମବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ୪ ବନ୍ଧୁକଧାରୀ ଆତଙ୍କବାଦୀ ଷ୍ଟକ ଏକ୍ସଚେଞ୍ଜ କାର୍ଯ୍ୟାଳୟରେ ପଶି ଆଖିବୁଜା ଗୁଳିଚାଳନା କରିବାରୁ ୫ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହା ସହିତ ପୁଲିସ … Read More

ବାତିଲ ହେଲା ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ବାତିଲ ହେଲା ଯୁକ୍ତ ଦୁଇ ଅବଶିଷ୍ଟ ପରୀକ୍ଷା। ପରୀକ୍ଷାର୍ଥୀଙ୍କୁ ଆଉ ଦେବାକୁ ପଡ଼ିବ ନାହିଁ ବାକି ଥିବା ପରୀକ୍ଷା। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଯେହେତୁ କେନ୍ଦ୍ର ମାନବ … Read More

ଗଞ୍ଜାମ ପରେ ଯାଜପୁରରେ କରୋନା ସଂକ୍ରମଣ ଚିନ୍ତା, ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି।  ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ। ୪୮ ଘଣ୍ଟା ମଧ୍ୟରେ ଯାଜପୁରରେ … Read More

ଖୁସି ଖବର: ରାଜ୍ୟରେ ଆଉ ୨୦୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୦୩ କରୋନା ଆକ୍ରନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । … Read More

ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) :ପୁରୀରୁ ଆରମ୍ଭ ହୋଇଛି ସେରୋଲୋଜିକାଲ ଟେଷ୍ଟ । ବାହୁଡା ଯାତ୍ରା ଥିବାରୁ ପୁରୀକୁ ପ୍ରାଥମିକତା ଦିଆଯାଉଛି।  ପୁରୀ ପରେ ଭୁବନେଶ୍ୱରରେ ଏହି ଟେଷ୍ଟ କରାଯିବ । ତା ପରେ ଗଞ୍ଜାମ ,ଗଜପତି, ବଡ଼ମ୍ବା- ନରସିଂହପୁରରେ ହେବ। ଏହାସହ … Read More

ଭୁବନେଶ୍ଵରରୁ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରାଜଧାନୀ ଭୁବନେଶ୍ଵରରୁ ରହିଛନ୍ତି ୨୫ ସଂକ୍ରମିତ, ଯେଉଁଥିରୁ ୨୩ ଜଣ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ବା ଲୋକାଲ କେସ୍‌। ହୋମ୍‌ … Read More

ଓଡିଶାକୁ ଆସିସାରିଛି କରୋନା ମେଡିସିନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର।  ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଏହା ସହ କଟକଣାକୁ ନେଇ … Read More

ରାଜ୍ୟରେ ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୬୮୫୯

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦିଲ୍ଲୀରେ ପ୍ରସ୍ତୁତ ହେଲା ବିଶ୍ଵର ସବୁଠୁ ବଡ କରୋନା ସେଣ୍ଟର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦୁନିଆର ସବୁଠୁ ବଡ କରୋନା ସେଣ୍ଟର ଦିଲ୍ଲୀର ରାଧା ସ୍ଵାମୀ ସତସଙ୍ଗ ବ୍ୟାସ୍ କ୍ୟାମ୍ପରେ ତିଆରି ହୋଇ ପ୍ରସ୍ତୁତ ହୋଇ ଯାଇଛି। ୧୦ ହଜାର ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରରେ ପାଖାପାଖି ଏକ ହଜାର ଡାକ୍ତର ରହିବେ। … Read More

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। … Read More