ରାଜ୍ୟରେ ୧୮ ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଗରିବ କଲ୍ୟାଣ ଅଭିଯାନର ଶୁଭାରମ୍ଭ; ଓଡ଼ିଶାର ୪ ଜିଲ୍ଲା ସାମିଲ୍

ଭୁବନେଶ୍ବର , (ଓଡିଶା ଟାଇମ୍) : ପ୍ରବାସୀ ଶ୍ରମିକଙ୍କ ପାଇଁ ଗରିବ କଲ୍ୟାଣ ଯୋଜନାର ଶୁଭାରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗ୍ରାମାଞ୍ଚଳରେ ଜୀବିକା ଯୋଗାଇବାରେ ଏହି ଯୋଜନା … Read More

ପୁରୀ ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ, ରାଜ୍ୟରେ ୧୨କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦ ବର୍ଷର ବୃଦ୍ଧ … Read More

କରୋନା ଅପଡେଟ : ଦିନକରେ ୧୪,୫୧୬ ସଂକ୍ରମିତ, ୩୭୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗୋଟିଏ ଦିନରେ ୧୪ ହଜାର ୫୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮ରେ ପହଞ୍ଚିଛି। ଏହା ବ୍ୟତୀତ ଗତ ୨୪ ଘଣ୍ଟାରେ ୩୭୫ ରୋଗୀଙ୍କ ମୃତ୍ୟୁ … Read More

ଜୁନ ୨୧ ରେ ସୂର୍ଯୋପରାଗ , ଓଡ଼ିଶାରେ ହେବ ଆଂଶିକ ଦୃଶ୍ୟମାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୨୧ ତାରିଖରେ ବଳୟ  ସୂର୍ଯ୍ୟପରାଗ। ପୂର୍ଣ୍ଣ ପରାଗ ପଥ ଉତ୍ତର ଭାରତର ଅଳ୍ପ କିଛି ଅଞ୍ଚଳ ଦେଇଯିବ। ଭାରତର ରାଜସ୍ଥାନ, ହରିୟାନା ଓ ଉତ୍ତରାଖଣ୍ଡ ରାଜ୍ୟରେ ପ୍ରାୟ ଏକ ମିନିଟ୍‌ ଧରି ବଳୟ ସୂର୍ଯ୍ୟୋପରାଗ … Read More

କୋରୋନା ପଜିଟିଭ ସତୈନ୍ଦ୍ର ଜୈନ, ବିଗୁଡ଼ୁଛି ସ୍ୱାସ୍ଥ୍ୟାବସ୍ଥା !

ନୂଆଦିଲ୍ଲୀ , (ଓଡିଶା ଟାଇମ୍): ଦିଲ୍ଲୀର ସ୍ଵାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ଵାସ୍ଥ୍ୟବସ୍ଥା ପୁଣି ଥରେ ବିଗିଡିଛି। ସତ୍ୟେନ୍ଦ୍ରଙ୍କୁ ନିଃଶ୍ଵାସ ପ୍ରଶ୍ଵାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଅକ୍ସିଜେନ୍‌ ସପୋର୍ଟରେ ରଖାଯାଇଛି। ଉଲ୍ଲେଖନୀୟ ଦିଲ୍ଲୀର ସ୍ଵାସ୍ଥ୍ୟ ମନ୍ତ୍ରୀ ଦୁଇ ଦିନ … Read More

ପିପିଇ କିଟ୍‌ ପିନ୍ଧି ଭୋଟ ଦେଲେ କରୋନା ଆକ୍ରାନ୍ତ କଂଗ୍ରେସ ବିଧାୟକ

ଭୋପାଳ, (ଓଡିଶା ଟାଇମ୍) : ଦେଶର ୮ଟି ରାଜ୍ୟର ୧୯ଟି ଆସନ ପାଇଁ ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେଉଛି। ମଧ୍ୟପ୍ରଦେଶରେ ଆଜି ୩ଟି ଆସନ ପାଇଁ ମତ ସଂଗ୍ରହ ଚାଲିଛି। ଏହା ଭିତରେ ଶୁକ୍ରବାର ଦ୍ବିପ୍ରହରରେ ଏକ ନିଆରା … Read More

ସନ୍ଧ୍ୟାରେ ପୁଣି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହେବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିବ । ଛତିଶାନିଯୋଗ କର୍ମକର୍ତ୍ତାଙ୍କ ସହ … Read More

୩ ଦିନ ପରେ ୧୦ ଯବାନଙ୍କୁ ଛାଡ଼ିଲା ଚୀନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପୂର୍ବ ଲଦାଖର ଗଲୱାନ ଉପତ୍ୟକା ଅଞ୍ଚଳରେ ଭାରତ-ଚୀନ ମଧ୍ୟରେ ହୋଇଥିବା ସଂଘର୍ଷ ବେଳେ ଅଟକ ରଖିଥିବା ୧୦ ଭାରତୀୟ ଯବାନଙ୍କୁ ମୁକ୍ତ କରିଛି ଚୀନ୍ । ପିଟିଆଇର ରିପୋର୍ଟ ଅନୁଯାୟୀ, ଚୀନ ସେନା ୨ ମେଜର … Read More

ଜମ୍ମୁ-କାଶ୍ମୀର ସୀମାରେ ଅପରେସନ ଅଲ୍ଆ‌ଉଟ୍ : ୮ଆତଙ୍କୀ ନିହତ

ଜମ୍ମୁ-କାଶ୍ମୀର , (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ସୋପିଆନ ଏବଂ ଅବନ୍ତୀପୁରା ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଏନକାଉଣ୍ଟରରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ଏହି ୨ଟି ଏନକାଉଣ୍ଟରରେ ୮ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୋପିଆନ ଜିଲାର … Read More