ଭାରତ-ଚୀନ୍ ସୀମାନ୍ତ ସଂଘର୍ଷରେ ସହିଦ ସୈନିକମାନଙ୍କ ନାମ ପ୍ରକାଶ କଲା ସେନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତ-ଚୀନ ସୀମାର ଏଲଏସିରେ ଶହୀଦ ହୋଇଥିବା ୨୦ ଭାରତୀୟ ଯବାନଙ୍କ ନାମ ଜାରି କରିଛନ୍ତି ସରକାର। ସେମାନଙ୍କ ମଧ୍ୟରେ ସେନାର ଜଣେ ଅଧିକାରୀ ଥିବାବେଳେ ଅନ୍ୟ ୧୯ ଜଣ ଯବାନ ରହିଛନ୍ତି। ସହିଦଙ୍କ ମଧ୍ୟରେ ୨ … Read More

ଆଜି ନବୀନ-ମୋଦୀ ଆଲୋଚନା

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ମୁକାବିଲା ନେଇ ଭବିଷ୍ୟତ ରଣ କୌଶଳ ପ୍ରସ୍ତୁତି ସଂପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ପ୍ରଶାସକଙ୍କ ସହ ଆଲୋଚନା … Read More

ଏଲଏସିରେ ଶହୀଦ ହୋଇଥିବା ୨୦ ଯବାନଙ୍କ ମଧ୍ୟରେ ୨ ଓଡ଼ିଆ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଲଦାଖର ଗଲ୍‌ଓ୍ୱାନ୍‌ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୫ କରୋନା ସଂକ୍ରମିତ

ଭୁବନେଶ୍ବର , (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ଆଜି ପରଲୋକ ହୋଇଯାଇଛି।  ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା । … Read More

ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣା; ୨୦ ଭାରତୀୟ ଯବାନ ସହିଦ !

ଲାଦାଖ୍, (ଓଡିଶା ଟାଇମ୍) : ଲଦାଖରେ ବାସ୍ତବ ନିୟନ୍ତ୍ରଣ ରେଖା(LAC)ରେ ଚୀନ ସହିତ  ହୋଇଥିବା ବଡ ହିଂସାତ୍ମକ ସଂଘର୍ଷରେ ଭାରତର ୨୦ ଜଣ ଯବାନ ସହିଦ ହୋଇଛନ୍ତି। ଏହା ପୂର୍ବରୁ ମଙ୍ଗଳବାର ଅପରାହ୍ନ ସୁଦ୍ଧା ଜଣେ ଅଧିକାରୀ ଏବଂ ଦୁଇ ଜଣ … Read More

ସୁଶାନ୍ତଙ୍କ ବିୟୋଗ ସହି ନ ପାରି ପ୍ରାଣ ହାରିଲେ ଭାଉଜ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ତାଙ୍କ ପରିବାର, ସେଲିବ୍ରିଟ ଓ ପ୍ରଶଂସକମାନେ ଚକିତ ହୋଇଛନ୍ତି । ମାତ୍ର ୩୪ ବର୍ଷ ବୟସରେ ଏତେ ସଫଳ ଅଭିନେତା ଆତ୍ମହତ୍ୟାକୁ ବାଛି ନେବେ ବୋଲି କେହି … Read More

ଆସୁଛି ଆଉ ଏକ ଲଘୁଚାପ : ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ

ଜାମ୍ମୁ କାଶ୍ମୀର, (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ଶୋପିଆନ୍‌ ଜିଲ୍ଲାର ତୁରକାଭାନଗାମ୍ ଅଞ୍ଚଳରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପ୍ରଥମେ ଆତଙ୍କବାଦୀଙ୍କୁ ନିଜ ଜାଲରେ ଫଶାଇ ଦେବା ପରେ ଏନକାଉଣ୍ଟର କରିଥିଲେ । ଆତଙ୍କବାଦୀମାନେ … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ , (ଓଡିଶା ଟାଇମ୍) : ପଞ୍ଚଭୂତରେ ଲୀନ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାର୍ଥିବ ଶରୀର। ମୁମ୍ବାଇ ଭିଲେପାର୍ଲେସ୍ଥିତ ଶ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କରୋନା ପାଇଁ କଟକଣା ରହିଥିଲେ ମଧ୍ୟ ଅନେକ ବଲିଉଡ୍ କଳକାର … Read More