ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଏନ୍କାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ
ଜାମ୍ମୁ କାଶ୍ମୀର, (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାର ତୁରକାଭାନଗାମ୍ ଅଞ୍ଚଳରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପ୍ରଥମେ ଆତଙ୍କବାଦୀଙ୍କୁ ନିଜ ଜାଲରେ ଫଶାଇ ଦେବା ପରେ ଏନକାଉଣ୍ଟର କରିଥିଲେ । ଆତଙ୍କବାଦୀମାନେ … Read More