ରାଜ୍ୟର ୬ ବିଶ୍ୱବିିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ୩ମାସ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ ) :ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ଆହୁରି ୩ ମାସ ବୃଦ୍ଧି କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ, … Read More