ପୁଲୱାମାରେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ
ଶ୍ରୀନଗର, (ଓଡ଼ିଶା ଟାଇମ୍) :ଆଜି ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାର କାଙ୍ଗାନ ଅଞ୍ଚଳରେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଏନକାଉଣ୍ଟରରେ ନିହତ ହୋଇଥିବା ୩ ଜଣ ଆତଙ୍କବାଦୀ ଜୈଶ୍-ଏ-ମହମ୍ମଦ ଆତଙ୍କବାଦୀ ହୋଇଥିବା … Read More