ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ସଂକ୍ରମିତ

ଭୁବନେଶ୍ବର ,(ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୨୪୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୩୦ … Read More

ସୀମାରେ ନେପାଳ ପୋଲିସର ଗୁଳିବର୍ଷା; ଜଣେ ଭାରତୀୟ ମୃତ; ୫ ଗୁରୁତର

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଶୁକ୍ରବାର ଦିନ ନେପାଳ ସୀମାନ୍ତଙ୍କୁ ଲାଗିଥିବା ବିହାର ରାଜ୍ୟର ସୀତାମାଢ଼ି ଜିଲ୍ଲାରେ ନେପାଳ ପୁଲିସ ଆଖିବୁଜା ଗୁଳି ଚଳାଇବାରୁ ଅନ୍ୟୂନ ଜଣେ ଭାରତୀୟଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଥିବା … Read More

ରାଜ୍ୟରେ କମିଛି ସଡ଼କ ଦୁର୍ଘଟଣା: ପରିବହନ ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ନୂଆ ମୋଟର ଯାନ ଆଇନ ଲାଗୁପରେ ସଡ଼ ଦୁର୍ଘଟଣା କମିଛି । ଦୁର୍ଘଟଣା ଜନିତ ମୃତ୍ୟୁହାର ସହ ଆହତଙ୍କ ସଂଖ୍ୟା ମଧ୍ୟ କମିଛି । ସଡ଼କ ଦୁର୍ଘଟଣା ହ୍ରାସ ନେଇ ପରିବହନ ମନ୍ତ୍ରୀ … Read More

ରଜରେ କିଣାବିକା ନେଇ ଗାଇଡ଼ଲାଇନ ଜାରି କଲେ ସରକାର

ଭୁବନେଶ୍ବର , (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । କରୋନା ଅପଡେଟ ବିଷୟରେ ସୂଚନା ଦେବାକୁ ମୁଖପାତ୍ର ସୁବ୍ରତ ବାଗଚୀ ପୁଣିଥରେ ଲୋକଙ୍କ ସାମ୍ନାକୁ ଆସିଛନ୍ତି। ଆଜି ରଜ କିଣାବିକା ଗାଇଡଲାଇନ ନେଇ … Read More

ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ସାବିତ୍ରୀ ରଥ

କଟକ, (ଓଡିଶା ଟାଇମ୍) : ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସାବିତ୍ରୀ ରଥ। କନଫରେନ୍ସ ହଲରେ ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି।କୋରୋନା ପାଇଁ ନିରାଡ଼ମ୍ବର ଭାବରେ ଶପଥ ଗ୍ରହଣ ଉତ୍ସବ କରାଯାଇଛି । ଗତ ଜାନୁଆରୀ … Read More

ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ, ଆଜିଠୁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ପାଇଁ ଆଜିଠାରୁ ପୁଣିଥରେ ସ୍ଲଟ୍‌ ବୁକିଂ ‌ଆରମ୍ଭ ହୋଇଛି। ସକାଳ ୭ଟାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି । ସେହିଭଳି ଲର୍ଣ୍ଣିଂ ଲାଇସେନ୍ସ ପାଇଁ ୨୨ ତାରିଖ ଠାରୁ ସ୍ଲଟ୍‌ ବୁକିଂ … Read More

ରାଜ୍ୟର ୬ ବିଶ୍ୱବିିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ୩ମାସ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ ) :ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ଆହୁରି ୩ ମାସ ବୃଦ୍ଧି କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ, … Read More

ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ଆମକୁ ବ୍ୟାପକ ସତର୍କତା ଗ୍ରହଣ କରିବାକୁ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ସ୍ୱାସ୍ଥ୍ୟକର୍ମୀଙ୍କ ସହ ଆଲୋଚନା କରିଛନ୍ତି । କରୋନା ଭାଇରସ ମୁକାବିଲା ପାଇଁ ଆଗାମୀ କିଛିି ସପ୍ତାହ ବେଶ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ଆମକୁ ବ୍ୟାପକ ସତର୍କତା … Read More

୨୪ ଘଣ୍ଟାରେ ୯୯୮୫ ନୂଆ ସଂକ୍ରମିତ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) :  ଭାରତରେ କରୋନା ଭୂତାଣୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ବୁଧବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଥିବାବେଳେ ମୃତ୍ୟୁ … Read More

ଜାମ୍ମୁ-କାଶ୍ମୀର ସୋପିଆରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିହତ

ଜମ୍ମୁ-କାଶ୍ମୀର, (ଓଡିଶା ଟାଇମ୍) : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏବେ ମଧ୍ୟ ଆଉ ଜଣେ ଆତଙ୍କବାଦୀକୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ । ଏହାସହ ସୋପିଆନର ସୁଗୁରେ ସର୍ଚ୍ଚ … Read More