କୃଷ୍ଣକାୟଙ୍କ ମୃତ୍ୟୁକୁ ନେଇ ଜଳୁଛି ଆମେରିକା: ୪୦ ସହରରେ କର୍ଫ୍ୟୁ
ଓ୍ଵାଶିଂଟନ, (ଓଡିଶା ଟାଇମ୍) : ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁକୁ ନେଇ ଆମେରିକାରେ ଥମୁନି ଉତ୍ତେଜନା । ହ୍ୱାଇଟ୍ ହାଉସ୍ ବାହାରେ ପୁଣି ବିକ୍ଷୋଭକାରୀ ଜୋରଦାର ବିକ୍ଷୋଭ କରିଛନ୍ତି । ଅନେକ ସହରରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଛି … Read More











