ବିଧାନସଭା ଗେଟ ସାମ୍ନାରେ କଂଗ୍ରେସର ଧାରଣ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛିି । ଆଜିର ଶୀତ ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ସାମ୍ନାରେ ଧାରଣା ଦେଇଛି କଂଗ୍ରେସ । ମମିତା ମେହେର ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି … Read More

ବଙ୍ଗୋମୁଣ୍ଡା ଥାନାରେ ଭିଜିଲାନ୍ସ ଟିମ୍, ଜବତ ହେଲାଣି ୪ ଲକ୍ଷ ପାଖାପାଖି ଟଙ୍କା

କଣ୍ଟାବାଞ୍ଜି, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଥାନା ବାବୁ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପୋଲିସ ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ମଙ୍ଗଳବାର ଲକ୍ଷାଧିକ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ବରଗଡ ଟୋଲ୍ … Read More

ନୌସେନା ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ କଲେ ଆଡମିରାଲ୍‌ ଆର୍‌. ହରି କୁମାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଇଣ୍ଟିଗ୍ରେଟେଡ୍‌ ଥିଏଟର କମାଣ୍ଡର ଆଡଭୋକେଟ୍‌ ଭାବେ ପରିଚିତ ଆଡମିରାଲ୍‌ ଆର. ହରି କୁମାର ଭାରତୀୟ ନୌସେନାର ନୂତନ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଡମିରାଲ କରମ୍‌ବିର ସିଂଙ୍କ ଅବସର ପରେ ଆଡମିରାଲ୍‌ ଆର. ହରି … Read More

ଦେଶରେ ୮୯୫୪ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୫୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୧୦,୨୦୭ କରୋନାରୁ ସୁସ୍ଥ ହୋଇଛନ୍ତି । ଗତ ମଙ୍ଗଳବାର ଦିନକ ମଧ୍ୟରେ ୧୧,୦୮,୪୬୭ ନମୁନା ପରୀକ୍ଷା … Read More

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ … Read More

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୩୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୩୪୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ … Read More

ଆଜି କୋଣାର୍କ ଉତ୍ସବ: ଝଲସିବ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, (ଓଡିଶା ଟାଇମ୍): ଆଜିଠୁ ଆରମ୍ଭ ୩୨ତମ କୋଣାର୍କ ଉତ୍ସବ । ପର୍ଯ୍ୟଟନ ବିଭାଗ, ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ସଂଗୀତ ନାଟକ ଏକାଡେମୀ ପକ୍ଷରୁ ମୁକ୍ତାକାଶ ରଂଗମଂଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ ଓ ଚନ୍ଦ୍ରଭାଗା ସ୍ୱର୍ଣାଭ ବେଳାଭୂମିରେ … Read More

ସୋଆ କୃଷି ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀମାନଙ୍କର ସ୍ୱାଗତ ଉତ୍ସବ

ଭୁବନେଶ୍ୱର, (ଓଡିଶା ଟାଇମ୍): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଅଧିନସ୍ଥ କୃଷି ମହାବିଦ୍ୟାଳୟରେ ନବାଗତ ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ୱାଗତ ଓ ଅଭ୍ୟର୍ଥନାର ବିଶେଷ କାର୍ଯ୍ୟକ୍ରମ ଚଳିତ ମାସ ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହୋଇଯାଇଛି । … Read More

ବିଦେଶ ଫେରନ୍ତାଙ୍କ RTPCR ଟେଷ୍ଟ, ନେଗେଟିଭ୍ ବାହାରିଲେ ବି ୭ଦିନ ଆଇସୋଲେସନ : DMET

ଭୁବନେଶ୍ବର, (ଓଡିଶା ଟାଇମ୍): କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ସହ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ରମା ରମଣ ମହାନ୍ତି । ସେ କହିଛନ୍ତି, ଯେଉଁମାନେ ଓମିକ୍ରନ ସଂକ୍ରମିତ ଦେଶରୁ ଆସିଛନ୍ତି ସେମାନଙ୍କ ଆରଟିପିସିଆର ଟେଷ୍ଟ ହେବ । ଯେଉଁମାନେ ନେଗେଟିଭ ବାହାରିବେ … Read More

କରୋନା ପାଇଁ ଡିସେମ୍ୱର ମାସ ଗାଇଡ୍‌ଲାଇନ୍‌ ଜାରି କଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ପାଇଁ ଡିସେମ୍ୱର ମାସ ଗାଇଡ୍‌ଲାଇନ୍‌ ସରକାର ଜାରି କରିଛନ୍ତି । ଚଳିତ ମାସ ବର୍ଷର ଶେଷ ମାସ ହୋଇଥିବାରୁ ସରକାର କଡ଼ା ପଦକ୍ଷେପ ନେଇଛନ୍ତି । ପ୍ରତି ବର୍ଷ ନୂଆବର୍ଷ ପାଇଁ ସେଲିବ୍ରେସନ୍‌ କରାଯାଉଥିବା ଜିରୋ … Read More