ନେପାଳରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍):ସୋମବାର ବୁଦ୍ଧ ପୂର୍ଣ୍ଣିମା । ନେପାଳ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ଲୁମ୍ବିନୀ ଯାତ୍ରା କରିଛନ୍ତି । ସେଠାରେ ବୁଦ୍ଧିଷ୍ଟ କଲଚର ଏବଂ ହେରିଟେଜ ସେଣ୍ଟରର ଶିଳାନ୍ୟାସ କରିବେ … Read More

ସୋଆ ସଂସ୍ଥାପକଙ୍କୁ ସିଏସ୍‍ଆର ଶ୍ରେଷ୍ଠତା ପୁରସ୍କାର, ସୋଆକୁ ମଧ୍ୟ ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସିଏସ୍‍ଆର ମାନ୍ୟତା

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସଂସ୍ଥାପକ ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କୁ କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ-CSR ମ୍ୟାଗାଜିନ ତରଫରୁ ଚଳିତ ବର୍ଷର ଶ୍ରେଷ୍ଠତା ପୁରସ୍କାର ପ୍ରଦାନ କରାଯାଇଛି।ଏହାଛଡ଼ା ସୋଆ ମଧ୍ୟ ଚଳିତ ବର୍ଷ … Read More

ଗୋଡିବାରିରେ ଆଖିବୁଜିଲା ହାତୀ ‘ନନ୍ଦ’,

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଆଖିବୁଜିଲା ନନ୍ଦ । ଭୁବନେଶ୍ୱର ଉପକଣ୍ଠ  ଚନ୍ଦକା ଗୋଡିବାରୀରେ ଥିବା ପୋଷା ହାତୀ ନନ୍ଦର ମୃତ୍ୟୁ ହୋଇଛି। ରବିବାର ଠାରୁ ହାତୀଟି ଅସୁସ୍ଥ ଥିଲା। ଲଗାତର ଭାବେ ଚିକିତ୍ସା ଚାଲିଥିଲା । ଖବର ଅନୁଯାୟୀ, ୨୦ ଦିନ ତଳେ ହାତୀଟି … Read More

ନ୍ୟୁୟର୍କରେ ଗୁଳିକାଣ୍ଡ, ୧୦ ଜଣଙ୍କୁ ହତ୍ୟା କଲା ଆତତାୟୀ

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍):ଆମେରିକାରେ ଭୟଙ୍କର ଗୁଳିକାଣ୍ଡ । ନ୍ୟୁୟର୍କର ଏକ ସୁପର ମାର୍କେଟରେ ଶନିବାର ରାତିରେ ଗୁଳିକାଣ୍ଡ ଘଟିଛି । ଏଥିରେ ୧୦ରୁ ଅଧିକ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ପୋଲିସ ପହଁଚି ତଦନ୍ତ ଆରମ୍ଭ … Read More

ପରିବେଶ ସୁରକ୍ଷା ନିମନ୍ତେ ବିକାଶକୁ ନିୟନ୍ତ୍ରିତ କରିବା ଜରୁରୀ : ଜଷ୍ଟିସ୍ ସ୍ଥାଲେକର

ଭୁବନେଶ୍ୱର ,(ଓଡ଼ିଶା ଟାଇମ୍):ପରିବେଶ ଜନିତ ଦୁର୍ଦ୍ଦଶା ଏବଂ ପ୍ରଦୂଷଣ ବୃଦ୍ଧି ଯୋଗୁଁ ପୃଥିବୀର ତାପମାତ୍ରା ୨୦୨୫ ବେଳକୁ ଅଧିକ ୧.୫ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବାର ଆଶଙ୍କା ଥିବା ବେଳେ ଏଭଳି ପରିସ୍ଥିତିରୁ ପରିବେଶକୁ ସୁରକ୍ଷା ରଖିବା ନିମନ୍ତେ ସମସ୍ତ ପ୍ରକାର … Read More

ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ

ତ୍ରିପୁରା,(ଓଡ଼ିଶା ଟାଇମ୍):ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ଶନିବାର ତ୍ରିପୁରାର ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବିପ୍ଳବ ଦେବ ରାଜ୍ୟପାଳଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏବେ ବିଧାୟକ ଦଳ ବୈଠକରେ ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାର … Read More

ଭିଜିଲାନ୍ସରେ ମାହାଙ୍ଗା ଆଇଆଇସି ହାଜର

ମାହାଙ୍ଗା,(ଓଡ଼ିଶା ଟାଇମ୍): ଭୁବନେଶ୍ୱର ଭିଜିଲାନ୍ସ ଡିଭିଜିନ କାର୍ୟ୍ୟାଳୟରେ ହାଜର ହେଲେ ମାହାଙ୍ଗା ଆଇଆଇସି ନିହାର ରଞ୍ଜନ ମହାନ୍ତି । ରାୟଗଡ଼ା ଅବକାରୀ ବିଭାଗ ଅଧିକ୍ଷକ ନିନା ବେଉରାଙ୍କ ସ୍ୱାମୀ ହେଉଛନ୍ତି ନିହାର ରଞ୍ଜନ ମହାନ୍ତି । ତେବେ ଭିଜିଲାନ୍ସରେ ହାଜର ହେବା … Read More

ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ,(ଓଡ଼ିଶା ଟାଇମ୍): ଅନୁଗୁଳ ଗସ୍ତରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀ ନିଜର ପୈତୃକ ଗାଁ କଣିହାଁ ନାଲମକୁ ଯାଇଛନ୍ତି । ସେଠାରେ ନିଜର ସପରିବାର ଏବଂ ଗାଁଲୋକଙ୍କ ସହ … Read More

ଛତିଶଗଡ ସୀମାନ୍ତ ବିଜାପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ସିଏଏଫ ଯବାନ ଆହତ

ମାଲକାନିରି,(ଓଡ଼ିଶା ଟାଇମ୍):ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲେଣ୍ଡମାଇନ ବିସ୍ଫୋରଣ । ବିସ୍ଫୋରଣରେ ଦୁଇ ଜଣ ସି.ଏ.ଏଫ ଜବାନ ଆହତ । ଆହତ ଜବାନଙ୍କୁ ବାୟୁ ସେନାର ହେଲିକେପ୍ଟର ଯୋଗେ ଦନ୍ତେୱାଡା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବିଜାପୁର ଜିଲ୍ଲା ନେଲସାର … Read More

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ମେ ୨୬ରୁ ଜୁନ୍‌ ୨ ମଧ୍ୟରେ ନାମାଙ୍କନ ଦାଖଲ କରିବେ ଆଶାୟୀ ପ୍ରାର୍ଥୀ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ରାଜ୍ୟସଭା ଉପନିର୍ବାଚନ ପାଇଁ  ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲିପଡ଼ିଥିବା ଆସନ ପାଇଁ ଉପନିର୍ବାଚନ ହେବ । ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍‌ ୨ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିବେ ଆଶାୟୀ ପ୍ରାର୍ଥୀ … Read More