ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୧ କୋଭିଡ୍ ସଂକ୍ରମିତ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ … Read More











