ଭିଜିଲାନ୍ସ ଜାଲରେ OPHWCର ମ୍ୟାନେଜର
ଭୁବନେଶ୍ବର, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ ହାଉସିଂ କର୍ପୋରେସନର (OPHWC) ମ୍ୟାନେଜର । ଓଡିଶା ପୋଲିସ ହାଉସିଂ କର୍ପୋରେସନର ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ରେଡ୍ ହୋଇଛି । ଭିଜିଲାନ୍ସର ୧୦ ଜଣିଆ ଟିମ୍ ଏହି ରେଡ଼୍ କରୁଛନ୍ତି … Read More











