୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଅନିଲ ଦେଶମୁଖ
ମୁମ୍ବାଇ, (ଓଡିଶା ଟାଇମ୍):ମନି ଲଣ୍ଡରିଂ କେସରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଆଜି ସ୍ବତନ୍ତ୍ର ପିଏମ୍ଏଲଏ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣି ପରେ କୋର୍ଟ ଅନିଲ ଦେଶମୁଖଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । … Read More











