ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଲଖିମ୍‌ପୁର ଖେରୀ ହିଂସା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ । ଜେଲରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଆଶିଷଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିଯିବାରୁ ତାଙ୍କୁ ଜେଲ … Read More

ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ବର, (ଓଡ଼ିଶା ଟାଇମ୍):ରାଜ୍ୟରେ ଧୀରେ ଧୀରେ ପାରଦ ତଳକୁ ଖସୁଛି ।ଦାରିଙ୍ଗିବାଡ଼ିରେ ପାରଦ ୧୧ ଡିଗ୍ରୀକୁ ଖସିଆସିଛି । ଫୁଲବାଣୀର ସର୍ବନିମ୍ନ ତାପମାତ୍ରା ୧୫.୨ ଓ ଭବାନୀପାଟଣାରେ ୧୬.୮ଡିଗ୍ରୀକୁ କମିଛି । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଅନୁଭୂତ ହେବା … Read More

ଯୌନ ଉତ୍ପୀଡ଼ନ ଘଟଣା ପରେ ରାଜ୍ୟର ଏକ ଗ୍ରାମରେ ମଦ୍ୟପାନ ଉପରେ ପ୍ରତିବନ୍ଧକ

ଦର୍ଶନ ଶର୍ମା ଯୁବକ ତଥା ଗାଁର ମହିଳାମାନଙ୍କ ନେତୃତ୍ୱରେ ଏକ ନିଶା ନିବାରଣ ଅଭିଯାନ ମାଧ୍ୟମରେ ରାଜ୍ୟର ଧରମବନ୍ଧ ଗ୍ରାମ ଏକ ଐତିହାସିକ ନିଷ୍ପତ୍ତି ନେଇଛି । ଏହି ନିଷ୍ପତ୍ତି ଅନୁସାରେ ମଦ୍ୟପାନ ଉପରେ ନିଷେଧାଦେଶ ଜାରି କରାଯାଇ ଏବଂ ଏହାର … Read More

ଚୀନରେ ପୁଣି ବଢିଲା କରୋନା; ବିମାନ ବାତିଲ, ବିଦ୍ୟାଳୟ ବନ୍ଦ

ବେଜିଂ,(ଓଡିଶା  ଟାଇମ୍): ଚୀନରେ କରୋନା ସଂକ୍ରମଣରେ ସାନି ବୃଦ୍ଧି ପରିଲକ୍ଷିତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ କଡା ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି । ଦେଶର ବିଭିନ୍ନ ଭାଗରେ ବିଦ୍ୟାଳୟଗୁଡିକୁ ବନ୍ଦ କରିଦିଆଯିବା ସହିତ ଶତାଧିକ ବିମାନ ଉଡାଣକୁ … Read More

୬୦ ମହଲା ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ

ମୁମ୍ବାଇ, (ଓଡିଶା ଟାଇମ୍): ବାଣିଜ୍ୟ ନଗରୀ ମୁମ୍ବାଇରେ ଥିବା ୬୦ମହଲା ବିଶିଷ୍ଟ ୧୯ ମହଲା କୋଠାରେ ଲାଗିଲା ନିଆଁ । କରୀ ରୋଡରେ ଅବସ୍ଥିତ ଆଭିଗନା ପାର୍କ ନିକଟ ବିଲ୍ଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ ବିଭାଗର … Read More

ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ମୟୂରଭଞ୍ଜରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ହିତାଧିକାରୀଙ୍କୁ BSKY ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ମୁଖ୍ୟମନ୍ତ୍ରୀ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ମମିତା ମର୍ଡର୍ ମିଷ୍ଟ୍ରି: ରାଧେ ଘରୁ ମିଳିଲା ମହିଳା ଡ୍ରେସ୍ ଓ ମୋବାଇଲ୍

କଳାହାଣ୍ଡି, ( ଓଡିଶା ଟାଇମ୍): କଳାହାଣ୍ଡି ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାଘଟଣାର ତଦନ୍ତ ଜାରି ରଖିଛି ପୋଲିସ । ହତ୍ୟା ମାମଲାରେ ଗିରଫ ଡ୍ରାଇଭର ରାଧେ ଚଣ୍ଡି ଘରୁ ବହୁ ଗୁରୁତ୍ବପୂର୍ଣ୍ଣ ସାମଗ୍ରୀ ମିଳିଛି … Read More

କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ … Read More

୨୪ ଘଣ୍ଟାରେ ବାହାରିଲେ ୪୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୫୨୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ … Read More