୨୪ ଘଣ୍ଟାରେ ବାହାରିଲେ ୫୨୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ମନମୋହନ ସିଂହ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସେପ୍ଟେମ୍ବର ୨୬ରେ ୮୯ ବର୍ଷରେ ପଦାର୍ପଣ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ବୁଧବାର ସନ୍ଧ୍ୟାରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତୁରନ୍ତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ହୃଦ୍‌ରୋଗ ବିଭାଗରେ ଭର୍ତ୍ତି କରାଯାଇଛି। ତାଙ୍କର … Read More

ଅବନ୍ତିପୋରାରେ ଏନକାଉଣ୍ଟର, ଟପ୍ ଜୈସ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍):  ଜମ୍ମୁ-କଶ୍ମୀର ଅବନ୍ତିପୋରା ଏନକାଉଣ୍ଟର । ଟପ୍ ଜୈସ୍ -ଏ-ମହମ୍ମଦ ଆତଙ୍କୀ ନିହତ । ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଟ୍ରାଲ୍ ଅଞ୍ଚଳର ତିଲୱାନି ମୋହାଲା ଠାରେ ଘଟିଥିବା ଗୁଳି ବିନିମୟରେ ପ୍ରାଣ ହରାଇଛି ଟପ୍ ଜୈସ୍ … Read More

ଆଜି ମଣ୍ଡପରେ ମହାମୟାଙ୍କ ମହାନବମୀ, ଚଳଚଞ୍ଚଳ ପୂଜା ମଣ୍ଡପ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ମଣ୍ଡପରେ ମହାମୟାଙ୍କ ମହାନବମୀ । ଚଳଚଞ୍ଚଳ ପୂଜା ମଣ୍ଡପ । ମନ୍ତ୍ର ପାଠରେ କମ୍ପୁଛି ପରିବେଶ । କରୋନା କଟକଣା ପାଇଁ ଏଥର ସମସ୍ତ ପୂଜା ମଣ୍ଡପରେ ଭକ୍ତଶୂନ୍ୟ ହୋଇ ପଡିଛି । କରୋନା କଟକଣା … Read More

ମାଲକାନଗିରିରେ ପୋଲିସ ଡିଜି

ମାଲକାନଗିରି, (ଓଡିଶା ଟାଇମ୍): ମାଲକାନଗିରି ଗସ୍ତରେ ପୋଲିସ ଡିଜି ଅଭୟ । ଡିଜିପିଙ୍କ ସହିତ ଆଇଜି ଅପରେସନ ଅମିତାଭ ଠାକୁର ଓ ଗୁଇନ୍ଦା ନିର୍ଦ୍ଦେଶକ ଅନିରୁଦ୍ଧ ସିଂ ଥିଲେ ସାମିଲ । ଜିଲ୍ଲାରେ ନକ୍ସଲ ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଏମ୍‌କେ ସଂସଦୀୟ ଦଳ ଉପନେତା ତଥା ସାଂସଦ କାନିମୋଝି

ଭୁବନେଶ୍ବର, (ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସାଂସଦ କାନିମୋଝି କରୁଣାନିଧି । ନବୀନ ନିବାସକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଡିଏମକେ ସଂସଦୀୟ ଦଳର ଉପନେତା କାନିମୋଝି । ଏହା ସୌଜନ୍ୟମୂଳକ ସାକ୍ଷାତ l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ … Read More

ତାଲା ଭାଙ୍ଗି କଂଗ୍ରେସ ଭବନରେ ପଶିଲେ କିଛି ଯୁବକ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା । ଯୁବ କଂଗ୍ରେସ ଅଫିସ୍ ତାଲା ଭାଙ୍ଗି କିଛି ଯୁବକ ଅଫିସ୍ ଭିତରେ ପଶି ଭଙ୍ଗାରୁଜା କରିଛନ୍ତି । ବୁଧବାର ସକାଳ ୬ଟା ବେଳେ ଏଭଳି ଘଟଣା ଘଟିଥିବା ଜଣାପଡୁଛି … Read More

ଦେଶରେ ୧୫,୮୨୩ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫,୮୨୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୨,୮୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ମଙ୍ଗଳବାର ସୁଦ୍ଧା ଦେଶରେ ଦୈନିକ ସଂକ୍ରମଣ … Read More

ଆଜି ମହାଷ୍ଟମୀ; ଚଣ୍ଡୀପାଠରେ କମ୍ପୁଛି ପରିବେଶ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା।  କୋଭିଡ୍ କଟକଣା ଭିତରେ ମଣ୍ଡପରେ ବିଧି ପାଳନ କରି ମା’ଙ୍କ ଅଷ୍ଟମୀ ପୂଜାର୍ଚ୍ଚନା କରାଯାଉଛି।  ବିଭିନ୍ନ ମଣ୍ଡପରେ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା ଜଗତ ଜନନୀ।  ମହାଷ୍ଟମୀ ପୂଜାରେ ଚଣ୍ଡୀପାଠରେ … Read More

କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More