ଆଣ୍ଡାମାନ ନିକୋବରରେ ପହଞ୍ଚିଲା ମୌମୁମୀ, ରଜ ସୁଦ୍ଧା ଓଡ଼ିଶା ଛୁଇଁବା ସମ୍ଭାବନା
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ବାତ୍ୟା ‘ଆସାନି’ ପରେ ପୁଣିଥରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଏହାରି ମଧ୍ୟରେ ପୁଣିଥରେ ପାଣିପାଗ ପରିବର୍ତ୍ତନ ହେବାକୁ ଯାଉଛି । ଆଣ୍ଡାମାନ ସାଗରରେ ପ୍ରବେଶ କରିଛି ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ … Read More