୧୫ରେ ରିଲିଜ୍‌ ହେବ ପପୁ ଓ ମନୀଷାଙ୍କ ‘ଗାଁ ର ନାଁ ଗାଲୁଆପୁର’ : ୧୫ ସିନେମା ହଲ୍‌ ବୁକ୍‌

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ଅକ୍ଟୋବର ୧୫ ତାରିଖରେ ମୁକ୍ତିଲାଭ କରିବ ଗାଁର ନାଁ ଗାଲୁଆପୁର।  ଜଣାଶୁଣା କମେଡିଆନ୍‌ ପପୁ ପମ୍‌ପମ୍‌ ଏହାର ମୁଖ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି। ତାଙ୍କ ବିପକ୍ଷରେ ନାୟିକା ଅଛନ୍ତି ମନୀଷା। ଫିଲ୍ମଟି ପୂଜା ବଜାରରେ ଯଥେଷ୍ଟ ଆଦୃତ … Read More

ପିପିଲି ଉପ ନିର୍ବାଚନ: ସକାଳ ୮ଟାରୁ ଭୋଟ୍‌ ଗଣତି, ତାଲାପଡ଼ିଛି ୧୦ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ୱର (ଓଡ଼ିଶା ଟାଇମ୍‌): ରବିବାର  ଅପରାହ୍ଣ ସୁଦ୍ଧା ଆସିପାରେ ପିପିଲି ଉପନିର୍ବାଚନ ଫଳାଫଳ। ୧୦ ଜଣ ପ୍ରାର୍ଥୀଙ୍କ ଭିତରୁ କିଏ ଜିତିବ ଏବଂ କିଏ ହାରିବ ତାହା ସ୍ପଷ୍ଟ ହେବ। ଏଥିଲାଗି ଭୋଟର ଦେଇଥିବା ରାୟକୁ ସକାଳ ୮ଟାରୁ ଗଣତି ହେବ।  … Read More

ପୁଣି ବଢ଼ିଲା ତୈଳଦର, ଭୁବନେଶ୍ୱରରେ ପେଟ୍ରୋଲ ୧୦୩ ଟପିଲା

ଭୁବନେଶ୍ବର, (ଓଡିଶା ଟାଇମ୍): ସିଏନଜି, ପିଏନଜି, ବ୍ୟବସାୟିକ ଗ୍ୟାସର ଦର ବୃଦ୍ଧି ଯୋଗୁ ଆଉଟ ପାଉଟ ହେଉଥିବା ଲୋକଙ୍କୁ ମହଙ୍ଗା ମାଡ଼ରୁ ନିସ୍ତାର ମିଳୁନି। ଆଜି କ୍ରମାଗତ ତୃତୀୟ ଦିନ ପାଇଁ ସମଗ୍ର ଦେଶରେ ପେଟ୍ରୋଲ ଓ ଡିଜେଲର ଦାମ ବଢ଼ିଛି। … Read More

ଆମେରିକାରେ କରୋନା ମୃତ୍ୟୁ ୭ ଲକ୍ଷ ଟପିଲା

ୱାସିଂଟନ, (ଓଡିଶା ଟାଇମ୍): ଆମେରିକାରେ କରୋନା ଭାଇରସରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏଯାଏଁ ସଂଖ୍ୟା ୭୦୦,୦୦୦ରେ ପହଞ୍ଚିଛି । ଏଥିସହ, ଅତ୍ୟଧିକ ସଂକ୍ରାମକ ଡେଲଟା ପ୍ରଜାତି ମାମଲା ହ୍ରାସ ପାଇବାରେ ଲାଗିଛି । … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୪ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା … Read More

କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ … Read More

ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ, ଅକ୍ଟୋବର ୫ ପୂର୍ବରୁ ଡାକ୍ତରଙ୍କୁ ଦିଅ ଏନଓସି

କଟକ, (ଓଡିଶା ଟାଇମ୍): ଅନ୍ୟ ଅନୁଷ୍ଠାନରେ ଯୋଗ ଦେବାକୁ ଚାହୁଁଥିବା ଡାକ୍ତରଙ୍କୁ ରାଜ୍ୟ ସରକାର ଏନଓସି (ନୋ ଅବଜେକ୍ସନ୍ ସାର୍ଟିଫିକେଟ) ଦେଉ ନାହାନ୍ତି ବୋଲି ଅଭିଯୋଗ ହୋଇଛି। କରୋନା ମହାମାରୀ ଓ ରାଜ୍ୟରେ ଡାକ୍ତର ଅଭାବ କାରଣ ଦର୍ଶାଇ ସ୍ବାସ୍ଥ୍ୟ ବିଭାଗ … Read More

୨୪ ଘଣ୍ଟାରେ ବାହାରିଲେ ୪୭୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ … Read More

ଆଜି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ; ପ୍ରଧାନମନ୍ତ୍ରୀଙ୍କର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଅକ୍ଟୋବର ୨ ତାରିଖ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ପ୍ରତି ଗଭୀର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଅଧନାଧିପ କୋଣ ଭାବସ୍ଥ ଯୋଗୁ ଆର୍ଥିକ ଉନ୍ନତି ଘଟିବ ଏବଂ ନୂତନ କର୍ମାରମ୍ଭରେ କୌଣସି ଅସୁବିଧା ହେବ ନାହିଁ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ … Read More