ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ଉଚ୍ଛେଦ ନକରିବାକୁ କେନ୍ଦ୍ରମନ୍ତ୍ରୀ ଦେଲେ ପ୍ରତଶୃତି : ନିରଞ୍ଜନ
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ଉଚ୍ଛେଦ ହେବ ନାହିଁ। ଏନେଇ କେନ୍ଦ୍ରମନ୍ତ୍ରୀ ସୁବୋଧକାନ୍ତ ସହାୟକ ପ୍ରତିଶୃତି ଦେଇଛନ୍ତି ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ସେ … Read More











