ଆସନ୍ତା ୨୮ରେ କଂଗ୍ରେସ ଦଳରେ ସାମିଲ ହେବେ ସିପିଆଇ ନେତା କହ୍ନେୟା କୁମାର ଏବଂ ଜିଗ୍ନେଶ୍ ମେଓ୍ବାନୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କଂଗ୍ରେସରେ ଯୋଗଦେବେ ସିପିଆଇ ନେତା କହ୍ନେୟା କୁମାର ! ଜବାହାରଲାଲ ନେହେରୁ ବିଶ୍ବବିଦ୍ୟାଳୟର ପୁର୍ବତନ ଛାତ୍ର ସଂସଦ ସଭାପତି ତଥା ସିପିଆଇ ନେତା କହ୍ନେୟା କୁମାର ଆସନ୍ତା ସେପ୍ଟେମ୍ବର ୨୮ ତାରିଖରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେବା … Read More











