ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଶନିବାର ଓ ରବିବାର ରହିବ ବନ୍ଦ
ଭୁବନେଶ୍ବର, (ଓଡିଶା ଟାଇମ୍): ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ଉଲ୍ଲେଖଯୋଗ୍ୟ ଯେ, ଗତ … Read More











