ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମମତା
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି । ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଦିଦି । ପ୍ରଧାନମନ୍ତ୍ରୀ ମୋଦି ଏବଂ ବେଙ୍ଗଲ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରାୟ ଅଧ ଘଣ୍ଟା ଧରି … Read More











