ମନରେଗା ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା
ଭୁବନେଶ୍ବର, (ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ … Read More











