ଦେଶରେ କମୁଛି ଦୈନିକ ସଂକ୍ରମଣ; ୨୪ ଘଣ୍ଟାରେ ୩୪,୭୦୩ ଚିହ୍ନଟ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୪,୭୦୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ୧୧୧ ଦିନ ମଧ୍ୟରେ ସବୁଠାରୁ କମ୍ ଦୈନିକ ସଂକ୍ରମଣ ବୋଲି ଜଣାଯାଇଛି। … Read More











