ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ବୀଭତ୍ସ ହତ୍ୟା
ସମ୍ବଲପୁର, (ଓଡିଶା ଟାଇମ୍) : ପୂର୍ବତନ କୁଳପତିଙ୍କୁ ହତ୍ୟା । ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । କେହି ଜଣେ ଦୁର୍ବୃତ୍ତ ପ୍ରଫେସର ଧ୍ରୁବରାଜ ନାୟକଙ୍କ କୁଅରମାଲ ସ୍ଥିତ ବାସଭବନରେ ଥିବାବେଳେ … Read More











