ଆସନ୍ତାକାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟିକାକରଣ
ଭୁବନେଶ୍ବର, (ଓଡିଶା ଟାଇମ୍) :ସୋମବାରଠୁ କ୍ୟାମ୍ପେନ ମୋଡ଼ରେ ଆରମ୍ଭ ହେବ ଟିକାକରଣ ପ୍ରକ୍ରିୟା। କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ଟିକାକରଣ ହେବ। ପ୍ରତ୍ୟେକ ଦିନ ୩ ଲକ୍ଷ ଟିକାକରଣ କରିବା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର। ରାଜ୍ୟର … Read More











