ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
ଭୁବନେଶ୍ଵର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୨୨୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More











