ଚପଲ ଫିଙ୍ଗି ସସପେଣ୍ଡ୍ ଘଟଣା : ରାତି ସାରା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଲେ ବିଜେପି ବିଧାୟକ
ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ସାରା ରାତି ଧାରଣା ଦେଲେ ବିଜେପି ବିଧାୟକ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅନୁରୋଧ ସତ୍ତ୍ୱେ ସେମାନେ ଧାରଣାରୁ ହଟି ନାହାନ୍ତି । ଆଜି ସାମ୍ବାଦିକ ସମ୍ମିଳନୀ କରିବେ ଏବଂ … Read More











