ଆଜି ଉତ୍କଳ ବିଶ୍ବବିଦ୍ୟାଳୟ ୫୦ତମ ସମାବର୍ତ୍ତନ ଉତ୍ସବ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ଉପରାଷ୍ଟ୍ରପତି
ଭୁବନେଶ୍ବର, (ଓଡିଶା ଟାଇମ୍) :ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ୫୦ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏଥିପାଇଁ ବା ଣୀ ବିହାରରେ … Read More











