ଆଜି ମାର୍ଚ୍ଚ ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ଭଲ ଭଲ କହୁଥିବା ନ୍ଖଳଙ୍କ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାରୁ ଶୁଣିବାକୁ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ । … Read More











