ଆସନ୍ତା ୧୬ରୁ ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍
ଭୁବନେଶ୍ବର, (ଓଡିଶା ଟାଇମ୍) :ମାର୍ଚ୍ଚ ୧୬ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍ ଅନୁଷ୍ଠିତ ହେବ । ଏହା ୧୮ ତାରିଖରେ ସରିବ । ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍ ପାଇଁ ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି (ଏନ୍ଟିଏ) ପକ୍ଷରୁ ଶୁକ୍ରବାର ଆଡମିଟ୍ … Read More











