ଦେଶର ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର, ମାର୍ଚ୍ଚ ପହିଲାରେ ପାରଦ ୪୦ ଡିଗ୍ରୀ ଛୁଇଁବ !
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ଲଗାତାର ଦୁଇଦିନ ହେବ ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ସେଲସିୟସ୍ରେ ପହଞ୍ଚିଛି । ରାଜସ୍ଥାନ, ଦିଲ୍ଲୀକୁ ବି ପଛରେ ପକାଇ ଦେଇଛି ଭୁବନେଶ୍ୱର ତାପମାତ୍ରା । … Read More











