ମେ’ ୩ରୁ ୧୫ ପର୍ଯ୍ୟନ୍ତ ହେବ ମାଟ୍ରିକ୍ ପରୀକ୍ଷା
କଟକ, (ଓଡିଶା ଟାଇମ୍) : କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ(ମାଟ୍ରିକ୍) ପରୀକ୍ଷା ମେ’ ୩ରୁ ଆରମ୍ଭ ହେବ ଏବଂ ଏହା ମେ’ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା … Read More











