ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା କୋଭିସିଲ୍ଡ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ କରୋନା ଟିକା ଆସି ପହଞ୍ଚିଛି । ପୁନେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ରୁ କୋଭିସିଲ୍ଡ ଟିକା ଭୁବନେଶ୍ବରରେ ପହଞ୍ଚିଛି । … Read More











