ଆସନ୍ତାକାଲି ଖୋଲିବ ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିବାକୁ ଯାଉଛି। କୋଭିଡ ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲିବେ ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବା ବାଧ୍ୟତାମୂଳକ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ଆରମ୍ଭ … Read More

ଚିହ୍ନଟ ପଜିଟିଭ ୨୦,୩୪୬ ; ୧ କୋଟି ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକିଛି ଦିନ ମଧ୍ୟରେ ଲଗାତାର ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ୨୪ ଘଣ୍ଟାରେ ୨୦,୩୪୬ ନୂଆ … Read More

ହୀରାକୁଦ ଜଳଭଣ୍ଡାରରେ ଆରମ୍ଭ ହେଲା ପକ୍ଷୀ ଗଣନା

ସମ୍ବଲପୁର, (ଓଡିଶା ଟାଇମ୍) :ହୀରାକୁଦ ଜଳଭଣ୍ଡାରରେ ଆରମ୍ଭ ହେଲା ବିଦେଶୀ ପକ୍ଷୀ ଗଣନା । ଗୁରୁବାର ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସମ୍ବଲପୁର, ବରଗଡ ଓ ଝାରସୁଗୁଡା ଫରେଷ୍ଟ ଡିଭିଜନର ମୋଟ୍ ୨୧ଟି ଟିମ୍ ସହିତ ସମ୍ବଲପୁର … Read More

ଆଜି ଜାନୁଆରୀ ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଚନ୍ଦ୍ରମଙ୍ଗଳ ଯୋଗ ଆପଣଙ୍କୁ ବନ୍ଧୁମିଳନ ସହ ଅର୍ଥ, ଉଚ୍ଚସମ୍ମାନ ପ୍ରଦାନ କରିବ । ଆଶା କରିଥିବା କାର୍ଯ୍ୟଟିରେ ସଫଳତା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ । … Read More

ସୋଆରେ ଆୟୋଜିତ ହେବ ଦୂରଗାମୀ ପାଇପ୍‌ଲାଇନ୍ ସମ୍ପର୍କିତ ଆନ୍ତର୍ଜାତୀୟ କର୍ମଶାଳା

ଭୁବନେଶ୍ବର, (ଓଡିଶା ଟାଇମ୍) : ଖଣିଜ ପଦାର୍ଥ ପରିବହନ ନିମନ୍ତେ ରୂପରେଖ, ନିର୍ମାଣ ଏବଂ କାର୍ଯ୍ୟ ଦୃଷ୍ଟିରୁ ଦୂରଗାମୀ ପାଇପ୍‌ଲାଇନ୍‌ର ସମ୍ପର୍କିତ ଏକ ଦୁଇ ଦିନିଆ ଭର୍ଚୁଆଲ୍ କର୍ମଶାଳା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଜାନୁଆରୀ ୮ ତାରିଖରୁ ଆୟୋଜନ … Read More

ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ, (ଓଡିଶା ଟାଇମ୍) : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି … Read More

ଭକ୍ତଙ୍କ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ସାଧାରଣ ଭକ୍ତଙ୍କ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିଛି । ସବୁ ବୟସର ଶ୍ରଦ୍ଧାଳୁଙ୍କୁ ମନ୍ଦିରରେ ପ୍ରବେଶ ଲାଗି ଭୁବନେଶ୍ୱର ମହାନଗର ନିଗମ ଅନୁମତି ପ୍ରଦାନ କରିଛି । ତେବେ ମନ୍ଦିରକୁ ପ୍ରବେଶ ପୂର୍ବରୁ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆମପାଣି ଘାଟି ଜଙ୍ଗଲ ରାସ୍ତାରେ କଲରା ପତରିଆ ବାଘ

କଳାହାଣ୍ଡି, (ଓଡିଶା ଟାଇମ୍) : କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟିରେ ଗତକାଲି ବିଳମ୍ବିତ ରାତିରେ ଏକ କଲରା ପତରିଆ ବାଘ ଦେଖିବାକୁ ମିଳିଛି। ସିଉନି ଗ୍ରାମର ଆଲୋକ ପାଣିଗ୍ରାହୀ ତାଙ୍କ ସାଙ୍ଗଙ୍କ ସହ ରାତି ପ୍ରାୟ ୧୧.୧୫ … Read More

ଇଂଲଣ୍ଡ ଲକ୍‌ଡାଉନ୍‌: ଘର ଭିତରେ ବନ୍ଦୀ ୫୬ ନିୟୁତ ଲୋକ

ଇଂଲଣ୍ଡ, (ଓଡିଶା ଟାଇମ୍) :ଇଂଲଣ୍ଡ୍‌ର ନୂଆ କରୋନା ଷ୍ଟ୍ରେନ୍‌ ସାରା ବିଶ୍ବରେ ଚିନ୍ତା ବଢ଼ାଇଛି। ଏହି ଭୂତାଣୁ ଇଂଲଣ୍ଡ୍‌ରେ ଏବେ ଦ୍ରୁତ ଗତି‌ରେ ବ୍ୟାପିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ଖୁବ୍‌ କଷ୍ଟଦାୟକ ହୋଇଯାଇଛି। ତେଣୁ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଇଂଲଣ୍ଡ୍‌ … Read More