ରାଉରକେଲାରେ ହେବ ବିଶ୍ୱର ସବୁଠାରୁ ବଡ଼ ହକି ଷ୍ଟାଡିୟମ
ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ଏ ନେଇ ଗୁରୁବାରମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ଷ୍ଟାଡିୟମରେ ବିଶ୍ୱକପ-୨୦୨୩ ଆୟୋଜିତ ହେବ ବୋଲି ମଧ୍ୟ କହିଛନ୍ତି। ରାଉରକେଲା ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ … Read More











