ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୨୦ ହଜାର ତଳେ ନୂଆ ପଜିଟିଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୨୦ ହଜାର ତଳେ ରହିଛି। ଆଉ ୧୯ ହଜାର ୫୫୬ … Read More

ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ପଞ୍ଝାରେ ପଡିଲେ ଅଙ୍ଗନବାଡି କର୍ମୀ । ବ୍ରହ୍ମପୁର ମହାନଗର ନିଗମ ଓ୍ବାର୍ଡ-୯ ଅଞ୍ଚଳର ଅଙ୍ଗନବାଡି କର୍ମୀ ନମିତା ଦଳେଇଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ … Read More

ମୁଖ୍ୟମନ୍ତ୍ରୀଙ୍କଠୁ ସରପଞ୍ଚ ସମସ୍ତେ ଦେ​‌ବେ ସମ୍ପତ୍ତି ତାଲିକା: ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍) :ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ପଞ୍ଚାୟତର ସରପଞ୍ଚ ସମସ୍ତେ ଦେବେ ସମ୍ପତ୍ତି ତାଲିକା। ତୃଣମୂଳ ସ୍ତରର କର୍ମୀଙ୍କ ମତାମତ ନେଇ ଏଥର ଚାଲିବ ଦଳ ଓ ସରକାର। ଆଜି ବିଜେଡି ରାଜ୍ୟ ପରିଷଦ ବୈଠକରେ ଏଭଳି ନୂଆ ଫଣ୍ଡା … Read More

ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା ।  ରବିବାର ରାତିରେ ଭୋରାଙ୍କୁ ଦିଲ୍ଲୀର ଫୋର୍ଟିସ୍ ଏସ୍କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୋମବାର ଏଠାରେ … Read More

ପରୀ ହତ୍ୟା ଘଟଣା: ‘ଗିରଫ ହୋଇଥିବା ଯୁବକ ହିଁ ମୁଖ୍ୟ ଅଭିଯୁକ୍ତ, ଦୁଷ୍କର୍ମ ଉଦ୍ୟମରୁ ହିଁ ହତ୍ୟା ଘଟିଛି’- ଅରୁଣ ବୋଥ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) :ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଏସ୍‌ଆଇଟି ଗିରଫ କରିଛି। ଗତକାଲି ନୟାଗଡ଼ ଯଦୁପୁରରୁ ଅଭିଯୁକ୍ତକୁ ଉଠାଇ ନେଇଥିଲା ଏସଆଇଟି। ସୋମବାର ନୟାଗଡ଼ ପୋକ୍ସୋ କୋର୍ଟରେ ଅଭିଯୁକ୍ତକୁ ହାଜର କରାଯିବ । ଅନ୍ୟପଟେ ପରୀ ହତ୍ୟା ମାମଲାର … Read More

ଭିଜିଲାନ୍ସ ଜାଲରେ ଟିକସ ସଂଗ୍ରହ କର୍ମଚାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଖୋର୍ଦ୍ଧା ପୌର ପରିଷଦ ଟ୍ୟାକ୍ସ ସଂଗ୍ରହ କର୍ମଚାରୀ ସଦାଶିବ ସ୍ବାଇଁଙ୍କ ଘରେ ରେଡ଼ କରାଯାଉଛି । ଏକାସାଙ୍ଗେ ବାସଭବନ ସମତେ ବିଭିନ୍ନ ସ୍ଥାନରେ ଚଢାଉ … Read More

୪୨ କୋଟି ଟଙ୍କାର ଜିଏସ‌ଟି ଠକେଇ, ଗରିଫ ହେଲ ୩ ଅଭିଯୁକ୍ତ

ରାଉରକେଲା, (ଓଡିଶା ଟାଇମ୍) : ରାଉରକେଲାରେ ପୁଣି ସାମ୍ନାକୁ ଆସିଲା ଜିଏସ୍‌ଟି ଠକେଇ ମାମଲା । ଏଥର ପ୍ରାୟ ୪୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ କରିଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ୨ଜଣଙ୍କୁ ଗିରଫ କଲା ଜିଏସ୍‌ଟିର … Read More

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More