ପୁରୀରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍

ପୁରୀ, (ଓଡିଶା ଟାଇମ୍) : ରାଜ୍ୟ ସରକାରଙ୍କ ଫୋକସ୍‌ରେ ଏବେ ପୁରୀର ବିକାଶ । ଶନିବାର ପୁରୀ ଗସ୍ତରେ ୫-ଟି ସଚିବ । ବରିଷ୍ଠ ଅଧିକାରୀଙ୍କ ସହ ପୁରୀର ବିଭିନ୍ନ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ … Read More

ଆଜି ଡିସେମ୍ବର ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ଓ ଭୋଗବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ । ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ … Read More

ଦେଶରେ ୪୦ ବର୍ଷ ମଧ୍ୟରେ ବିଜେପି କୌଣସି ମେଣ୍ଟ ଭାଙ୍ଗି ନାହିଁ: ବୈଜୟନ୍ତ ପଣ୍ଡା

ଭୁବନେଶ୍ବର, (ଓଡିଶା ଟାଇମ୍) :ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆସାମ ଗସ୍ତ ଅବସରରେ କହିଛନ୍ତି ଯେ ରାଜ୍ୟସ୍ତରରେ ବିଜେପିର ଯେଉଁ ଗଠବନ୍ଧନ ରହିଛି, ତାହା ଏବେବି ଅତୁଟ ରହିଛି। ପୁରା ଦେଶରେ ବିଜେପି ୪୦ … Read More

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବଶାଖା ଓ ନିଖିଳ ଉତ୍କଳ ଗ୍ରାମିଣ ଚାଷୀ ମୂଲିଆ ସଂଘର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସ୍ଥାନୀୟ ଆଇ.ଏନ୍‌.ଟି.ୟୁ.ସି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖା ଓ ନିଖିଳ ଉତ୍କଳ ଗ୍ରାମିଣ ଚାଷୀ ମୂଲିଆ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଯୁବ ସଭାପତି ଶ୍ରୀ ସତ୍ୟବ୍ରତ ନାୟକଙ୍କ … Read More

ସ୍ନାପ୍‌ଡିଲ୍ ପକ୍ଷରୁ ଅନ୍‌ଲାଇନ୍ ବରାଦରେ କ୍ୟୁଆର୍ କୋଡ୍ ପେମେଂଟ୍‌କୁ ନେଇ ଏନ୍‌ପିସିଆଇ ସହ ସହଯୋଗିତା

ଭୁବନେଶ୍ବର, (ଓଡିଶା ଟାଇମ୍) : ଅନ୍‌ଲାଇନ୍ ବରାଦ ବେଳେ କ୍ୟୁଆର୍ କୋଡ୍ ପେମେଂଟ୍ ସୁବିଧା ପ୍ରଦାନ କରିବା ଲାଗି ଦେଶର ଅଗ୍ରଣୀ ଇ-କମର୍ସ ସଂସ୍ଥା ସ୍ନାପ୍‌ଡିଲ୍ ପକ୍ଷରୁ ନ୍ୟାସନାଲ୍ ପେମେଂଟ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (ଏନ୍‌ପିସିଆଇ) ସହ ବୁଝାମଣା କରାଯାଇଛି । … Read More

ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ ନେଇ କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜୁ ଯୁବ ଜନତା କାର୍ଯ୍ୟକାରିଣୀ​‌ ବୈଠକରେ କେନ୍ଦ୍ର ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୁଣି ଥରେ ଉଠିଲା ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Read More

ପୁଣି ବଡ ଦାଣ୍ଡରେ ଲାଗିବ ଭକ୍ତଙ୍କ ଭିଡ: ୨୩ ତାରିଖରେ ଖୋଲିବ ଶ୍ରୀମନ୍ଦିର

ପୁରୀ, (ଓଡିଶା ଟାଇମ୍) : ଶେଷରେ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିବ। ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର । ଭକ୍ତ ସିଧାସଳଖ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ । ପ୍ରଥମ … Read More

୨୪ ଘଣ୍ଟାରେ ୩୧,୦୮୭ ଆକ୍ରାନ୍ତ ସୁସ୍ଥ ; ୨୨,୮୮୯ ନୂଆ ପିଜିଟିଭ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନ ହେବ ୩୦ହଜାର ମଧ୍ୟରେ ସୀମିତ ରହୁଛି। ପୂର୍ବ କିଛି ମାସରେ ଦୈନିକ ୪୦ ହଜାର ପିଜିଟିଭ ଚିହ୍ନଟ ହେଉଥିବା ବେଳେ ବର୍ତ୍ତମାନ ଏଥିରେ ଲଗାତାର ହ୍ରାସ … Read More

ଅଲ୍‌ଓ୍ଵାର୍‌ରେ ୪.୨ ତୀବ୍ର ଭୂମିକମ୍ପ; ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗୁରୁବାର ରାତିରେ ରାଜସ୍ଥାନରେ ସଂଘଠିତ ୪.୨ ତୀବ୍ରତାସମ୍ପନ୍ନ ମଧ୍ୟମ ଧରଣର ଭୂମିକମ୍ପ ଯୋଗୁଁ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିବା କଥା ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍‌ମୋଲୋଜି’ କହିଛି। ଏହି ଭୂମିକମ୍ପର ଉତ୍ପତ୍ତିସ୍ଥଳ ହେଉଛି ଅଲ୍‌ଓ୍ଵାର୍‌। … Read More

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ … Read More